Home Bibles ହିତୋପଦେଶ 28:12 · ଓଡ଼ିଆ ବାଇବେଲ
ହିତୋପଦେଶ 28:12 · ଓଡ଼ିଆ ବାଇବେଲ

ଧାର୍ମିକମାନେ ଜଯ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଚାନ୍ତି।

Cross references

ପ୍ରଥମ ଶାମୁୟେଲ 24:11

ଦେଖ, ମାେ ହାତ ରେ ଥିବା ଲକ୍ସ୍ଟଗା ଖଣ୍ତକକ୍ସ୍ଟ। ମୁ ଏହାକକ୍ସ୍ଟ ତକ୍ସ୍ଟମ୍ଭ ଲକ୍ସ୍ଟଗା ଧଡିରକ୍ସ୍ଟ କାଟିଅଛି। ମୁ ତୁମ୍ଭକୁ ମାରି ପାରିଥାନ୍ତି କିନ୍ତୁ ମୁ ମାରି ନାହିଁ। ମୁ ତୁମ୍ଭକୁ ବର୍ତ୍ତମାନ ବକ୍ସ୍ଟଝିବାକକ୍ସ୍ଟ ଦେଉଛି। ମୁ ତୁମ୍ଭକୁ ଜଣାଇ ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁଛି ଯେ ମୁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନଥିଲି। ମୁ ତକ୍ସ୍ଟମ୍ଭ ପ୍ରତି କବେେ ଅନ୍ଯାଯ କରି ନାହିଁ। କିନ୍ତୁ ତୁମ୍ଭେ ମାେତେ ଆଘାତ କରିଛ ଏବଂ ମାରିବାକକ୍ସ୍ଟ ମଧ୍ଯ ଗ୍ଭହିଁଛ।

ପ୍ରଥମ ରାଜାବଳୀ 17:3

ତୁମ୍ଭେ ଏ ସ୍ଥାନ ଛାଡି ପୂର୍ବ ଦିଗକୁ ୟାଅ ଓ ୟର୍ଦ୍ଦନ ପୂର୍ବ ପାରିସ୍ଥ କରୀତ୍ ନଦୀ ନିକଟରେ ନିଜକୁ ଲୁଗ୍ଭଅ।

ପ୍ରଥମ ରାଜାବଳୀ 18:13

ମୁଁ ଯାହା କରିଛି ତୁମ୍ଭେ ସେ ସବୁ ଜାଣିଛ। ଈଷବଲେ ଯେତବେେଳେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରିପକାଉ ଥିଲା। ମୁଁ ସମାନଙ୍କେ ମଧ୍ଯରୁ ଏକଶତ ଭବିଷ୍ଯଦ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଦୁଇଟି ଗହ୍ବର ରେ ଲୁଗ୍ଭଇ ରଖିଥିଲି ଓ ସମାନଙ୍କେୁ ଅନ୍ନ ଜଳ ଦଇେ ଭରଣ ପୋଷଣ କରିଥିଲି।

ପ୍ରଥମ ରାଜାବଳୀ 19:3

ଯେତବେେଳେ ଏଲିଯ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସବେକ ସହିତ ଯିହୁଦାର ବରେଶବୋକୁ ଗ୍ଭଲିଗଲେ ଓ ତାକୁ ସେ ସଠାେରେ ଛାଡିଲେ।

ପ୍ରଥମ ବଂଶାବଳୀ 15:25

ଦାଉଦ, ଇଶ୍ରାୟେଲର ପ୍ରାଚୀନବର୍ଗ ଓ ସନୋଧ୍ଯକ୍ଷମାନେ ନିଯମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସମାନେେ ତାହାକୁ ଓବେଦ୍-ଇଦୋମ୍ଙ୍କ ଗୃହରୁ ନଇେଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ।

ପ୍ରଥମ ବଂଶାବଳୀ 16:7

ଏହି ସମୟରେ ଦାଉଦ ପ୍ରଥମ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗୀତ ଗାନ କରିବାର ଦାଯିତ୍ବ ଅର୍ପଣ କଲେ।

ପ୍ରଥମ ବଂଶାବଳୀ 29:20

ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।

ଦିତୀୟ ବଂଶାବଳୀ 7:10

ସପ୍ତମ ମାସର ତଇେଶତମ ଦିନ ରେ ଶଲୋମନ ଲୋକମାନଙ୍କୁ ସମାନଙ୍କେ ଗୃହମାନଙ୍କୁ ପଠାଇ ଦେଲେ। ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ସମାନଙ୍କେ ହୃଦଯ ଆନନ୍ଦ ରେ ପୂର୍ଣ୍ଣ ଥିଲା, କାରଣ ସଦାପ୍ରଭୁ ଦାଉଦ, ଶଲୋମନ ଓ ତାଙ୍କ ଲୋକ ଇଶ୍ରାୟେଲ ପ୍ରତି ଅତ୍ଯନ୍ତ ମଙ୍ଗଳମଯ ହାଇେଥିଲେ।

ଦିତୀୟ ବଂଶାବଳୀ 30:22

ସଦାପ୍ରଭୁଙ୍କ ସବୋକାର୍ୟ୍ଯ କିପରି କରିବାକୁ ହବେ, ଏହା ଯେଉଁ ଲବେୀୟମାନେ ଜାଣିଥିଲେ, ସମାନଙ୍କେୁ ରାଜା ହିଜକିଯ ଉତ୍ସାହିତ କଲେ। ଲୋକମାନେ ସାତଦିନ ପର୍ୟ୍ଯନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ ଓ ପ୍ରଶଂସା କଲେ।

ଏଷ୍ଟର ବିବରଣ 8:15

ଏହାପରେ ମର୍ଦ୍ଦଖଯ ନୀଳ ଓ ଶୁକ୍ଲବର୍ଣ୍ଣ ରାଜକୀଯ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମଯ ବୃହତ ମୁକୁଟ ଦଇେ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢଣୀ ଓ ବାଇଗଣୀ ରଂଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦ ରେ ପରିପୂର୍ଣ୍ଣ ହେଲା।

ଏଷ୍ଟର ବିବରଣ 8:16

ଆଉ ୟିହୁଦୀଯମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦଯ ହେଲା।

ଆୟୁବ ପୁସ୍ତକ 29:11

ମୁଁ ଯାହା କହୁଥିଲି ସମାନେେ ତାହା ମନ ଦଇେ ଶୁଣୁଥିଲେ ଏବଂ ଏହାପରେ ମାେ ବିଷଯ ରେ ଭଲ କଥା ହେଉଥିଲେ। ମୁଁ ଯାହା କରୁଥିଲି, ଲୋକେ ତାକୁ ଦେଖୁଥିଲେ ଓ ପ୍ରଶଂସା କରୁଥିଲେ।

ହିତୋପଦେଶ 11:10

ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜଯଧ୍ବନି ହୁଏ।

ହିତୋପଦେଶ 28:28

ଦୁଷ୍ଟମାନେ ଉନ୍ନୀତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି। ମାତ୍ର ସମାନେେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।

ହିତୋପଦେଶ 29:2

ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କତ୍ତୃର୍ତ୍ବ ପାଇଲେ, ଲୋକମାନେ ଆର୍ତ୍ତସ୍ବର କରନ୍ତି।

ଉପଦେଶକ 10:5

ମୁଁ ସୂର୍ୟ୍ଯ ତଳେ ଏକ ମନ୍ଦ ବିଷଯ ଦେଖିଲି। ଏକ ଭୁଲ୍ ଯାହା ଶାସନ କର୍ତ୍ତାଠାରୁ ଆସିଥାଏ।

ଉପଦେଶକ 10:16

ହେ ଦେଖ, ତୁମ୍ଭର ରାଜା ଯବେେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣଙ୍କ ପ୍ରଭାତ ରେ ଭୋଜନ କରନ୍ତି। ତବେେ ଏହା ତୁମ୍ଭ ପ୍ରତି ବହୁତ ଖରାପ।

ଯିରିମିୟ 5:1

ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ୟିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଚାରିଆଡ଼କୁ ଚାହିଁ ବୁଝ। ତହିଁର ଛକସ୍ଥାନ ସବୁ ଖାଜେ। ଯଦି ତୁମ୍ଭମାନେେ ଜଣେ ନ୍ଯାଯପରାଯଣ ଓ ସତ୍ଯାନୁସରଣକାରୀକୁ ପାଇବ, ତବେେ ଆମ୍ଭେ ସେ ନଗରକୁ କ୍ଷମା କରିବା।

ଯିରିମିୟ 36:19

ତାହାପ ରେ ଅଧିପତିମାନେ ବାରୂକକୁ କହିଲେ, ତୁମ୍ଭେ ଓ ଯିରିମିୟ ୟାଇ କୁହ। ଆଉ କେଉଁଠା ରେ ଅଛ ତାହା ଅନ୍ୟକୁ ଜଣାଅ ନାହିଁ।

ଯିରିମିୟ 36:26

ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ଯତବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ୟିରହମଲକେୁ, ଅସ୍ରୀଯଲରେ ପୁତ୍ର ସରାଯକୁ ଓ ଅବଦିଯଲରେ ପୁତ୍ର ଶଲେିମିଯକୁ ଆଜ୍ଞା କଲେ। ମାତ୍ର ସମାନେେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସମାନଙ୍କେୁ ଲୁଚାଇ ରଖିଥିଲେ।

ଲୂକଲିଖିତ ସୁସମାଚାର 19:37

ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,

ଏବ୍ରୀ 11:37

ସମାନଙ୍କେୁ ପଥର ମାରି ଦିଆ ହେଲା, ଓ କରତ ରେ ଦୁଇଫାଳ କରି ଚିରି ଦିଆ ହେଲା। କେତକଙ୍କେୁ ଖଡ୍ଗଦ୍ବାରା ମାରି ଦିଆ ହେଲା। ସମାନଙ୍କେ ଭିତରୁ କେତେ ଜଣ ମଷେ ଓ ଛଳେିର ଚମଡ଼ା ପିନ୍ଧିଲେ। ସମାନେେ ଗରିବ ଥିଲେ, ନିର୍ୟ୍ଯାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ବାରା ମନ୍ଦ ବ୍ଯବହାର ପାଇଲେ।

Interlinear

Choose Theme