Home Bibles ହିତୋପଦେଶ 28:22 · ଓଡ଼ିଆ ବାଇବେଲ
ହିତୋପଦେଶ 28:22 · ଓଡ଼ିଆ ବାଇବେଲ

କୃପଣ ମନୁଷ୍ଯ ଧନୀ ହବୋକୁ ବ୍ଯଗ୍ର। ମାତ୍ର ତାହାକୁ ଦାରିଦ୍ର୍ଯ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।

Cross references

ଆଦି ପୁସ୍ତକ 13:10

ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।

ଆଦି ପୁସ୍ତକ 19:17

ସମାନେେ ନଗର ବାହାରକୁ ଆସିବା ମାତ୍ ରେ ଜଣେ ସ୍ବର୍ଗଦୂତ ସମାନଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇଁ ଶିଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗା ରେ ରୁହନାହିଁ। ତୁମ୍ଭେ ପର୍ବତ ରେ ପହଁଞ୍ଚିବା ପର୍ୟ୍ଯନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ୟାଅ ତବେେ ଏହି ନଗର ସହିତ ତୁମ୍ଭେ ଧ୍ବଂସ ପାଇୟିବ।

ଆୟୁବ ପୁସ୍ତକ 20:18

ଦୁଷ୍ଟ ଲୋକ ତା'ର ଲାଭ ଫରୋଇବାକୁ ବାଧ୍ଯ ହବେ। ସେ ଯାହା ପାଇଁ ଏତେ କଷ୍ଟ ସ୍ବୀକାର କଲା, ତାକୁ ସେ ଭୋଗ କରିପାରିବ ନାହିଁ।

ଆୟୁବ ପୁସ୍ତକ 27:16

ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା' ପ୍ରତି ମଇଳା ପରି। ତା'ର ହୁଏତ ଏତେ ଲୁଗା ଥିବ, ଯାହା ତା' ପ୍ରତି ମାଟିଗଦା ପରି।

ହିତୋପଦେଶ 23:6

ଜଣେ ଲୋକ ସହିତ ଖାଦ୍ୟ ଖାଅ ନାହିଁ। ୟିଏ କୃପଣ ଏବଂ ତାହାର ସୁସ୍ବାଦୁ ଖାଦ୍ୟ ଖାଇବାକୁ କାମନା କର ନାହିଁ।

ହିତୋପଦେଶ 28:20

ବିଶ୍ବସ୍ତ ଲୋକ ଆଶୀର୍ବାଦ ରେ ବର୍ଦ୍ଧିଷ୍ଣୁ ହବେ। ମାତ୍ର ଯେ ଧନବାନ ହବୋକୁ ଅତି ଉଦ୍ଯମ କରେ, ସେ ନିଶ୍ଚିତ ଦଣ୍ଡିତ ହବେ।

ମାଥିଉଲିଖିତ ସୁସମାଚାର 20:15

ମାେ ଧନକୁ ମାରେ ଯଭେଳି ଇଚ୍ଛା ହବେ, ସଭେଳି ଖର୍ଚ୍ଚ କରିବାର ଅଧିକାର କ'ଣ ମାରେନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ'ଣ ତୁମ୍ଭେ ଈର୍ଷା କରିଛ କି?'

ମାର୍କଲିଖିତ ସୁସମାଚାର 7:22

ବ୍ଯଭିଚାର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:9

ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।

Interlinear

Choose Theme