Home Bibles ହିତୋପଦେଶ 28:24 · ଓଡ଼ିଆ ବାଇବେଲ
ହିତୋପଦେଶ 28:24 · ଓଡ଼ିଆ ବାଇବେଲ

ଯେ ଆପଣା ମାତା କି ପିତା ଧନ ଅପହରଣ କରି କ ହେ, ଏଥି ରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ ଅଟେ।

Cross references

ବିଚାରକର୍ତାମାନଙ୍କ ବିବରଣ 17:2

ମୀଖା ତା'ର ମା'କକ୍ସ୍ଟ ଥରେ କହିଲା, ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1,100 ଖଣ୍ତ ରୂପା ଗ୍ଭରେି ହାଇେଥିଲା ଏବଂ କାହାକକ୍ସ୍ଟ ତୁମ୍ଭେ ଶାପ ଦେଉଥିବାର ଶକ୍ସ୍ଟଣିଲି। ସହେି ରୂପା ମାେ ପାଖ ରେ ଅଛି, ମୁ ଏହା ଦେଖିଲି।

ହିତୋପଦେଶ 13:20

ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।

ହିତୋପଦେଶ 18:9

ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ।

ହିତୋପଦେଶ 19:26

ଯେଉଁ ପୁତ୍ର ଆପଣା ପିତାର ଧନ ଚେୀରୀ କରେ ଏବଂ ଆପଣା ମାତାକୁ ତଡ଼ିଦିଏ ଗୋଟିଏ ଲଜ୍ଜ୍ଯାକର ଓ ଅପମାନ ଜନକ ପୁତ୍ର ଅଟେ।

ହିତୋପଦେଶ 22:9

ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ, ଯେ ହତେୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।

ହିତୋପଦେଶ 28:7

ଯେଉଁ ଲୋକ ବ୍ଯବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜ୍ଯା ଦିଏ।

ମାଥିଉଲିଖିତ ସୁସମାଚାର 15:4

ପରମେଶ୍ବର କହିଛନ୍ତି: 'ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାୟିବା ଉଚିତ।'

Interlinear

Choose Theme