ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ। ମାତ୍ର ଧାର୍ମିକମାନେ ସମାନଙ୍କେର ନିପାଦ ଦେଖିବେ।
Cross references
ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।
କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
ଜଣେ ଧାର୍ମିକ ଲୋକ ଯେତବେେଳେ ସହେି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହବୋର ଦେଖେ, ସେ ଆନନ୍ଦିତ ହବେ।
ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।
ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହବେେ। ସହେି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହବେେ ଏବଂ ଛିନ୍ନ ବିଚ୍ଛିନ୍ନ ହାଇଯେିବେ।
ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିବାର ମୁଁ ଦେଖୁଛି। ସମାନେେ ମାେ ବିଷଯରେ ୟାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।
ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି। ମାତ୍ର ଦୁଷ୍ଟମାନେ କତ୍ତୃର୍ତ୍ବ ପାଇଲେ, ଲୋକମାନେ ଆର୍ତ୍ତସ୍ବର କରନ୍ତି।
ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।