ହିତୋପଦେଶ 29:19 · ଓଡ଼ିଆ ବାଇବେଲ
ମାତ୍ର କଥା ରେ ସବେକକୁ ସଂଶୋଧିତ କରାୟାଇ ପାରିବ ନାହିଁ, କାରଣ ଯଦିଓ ସେ ବୁଝେ ସେ ପ୍ରତିକ୍ରିଯା କରେ ନାହିଁ।
Cross references
ଆୟୁବ ପୁସ୍ତକ 19:16
ମୁଁ ଚାକରମାନଙ୍କୁ ଡାକିଲେ ସମାନେେ ମାେତେ ଉତ୍ତର ଦିଅନ୍ତି ନାହିଁ। ମୁଁ ସାହାୟ୍ଯ ପାଇଁ ପ୍ରାର୍ଥନା କଲେ ବି ମାରେ ଚାକରମାନେ ଉତ୍ତର ଦିଅନ୍ତି ନାହିଁ।
ହିତୋପଦେଶ 26:3
ଅଶ୍ବ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।
ହିତୋପଦେଶ 30:22
ଦାସର ଭାର ଯେତବେେଳେ ସେ ରାଜତ୍ବ କରେ, ମୂର୍ଖର ଭାର ଯେତବେେଳେ ସେ ଆହାର ରେ ପରିତୃପ୍ତ।