ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତକେ ପାପ କରିବସନ୍ତି।
Cross references
ସମାନଙ୍କେ କୋରଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସମାନଙ୍କେ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧିଅରେ ସମାନଙ୍କେୁ ବିଭାଗ କରିବି। ଏବଂ ଇଶ୍ରାୟେଲ ମଧିଅରେ ଛିନ୍ନ ଭିନ୍ନ କରିବି।
ହିଂସା କଳି ଆଣେ। କିନ୍ତୁ ପ୍ ରମେ ସବୁ ଅଧର୍ମକୁ କ୍ଷମା କରେ।
ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।
କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।
ଯେ ବିବାଦ ଭଲପାଏ, ସେ ଅପରାଧ ହିଁ ଭଲପାଏ। ପୁଣି ଯେ କହେି ଆପଣା ଦ୍ବାର ଉଚ୍ଚ କରେ, ସେ ବିନାଶ ଖୋଜେ।
ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
ଯେପରି ଭାବରେ ଜ୍ବଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସହେିପରି ବିବାଦ ବଢ଼ାଇବାକୁ କଳିହୁଡା ଲୋକ ଆରମ୍ଭ କରିଥାଏ।
ଯେପରି ଲୁହା ଲୁହାକୁ ଧାର କରେ, ସପରେି ବନ୍ଧୁ ତା'ର ବନ୍ଧୁତ୍ବର ମନକୁ ତୀକ୍ଷ୍ମ କରେ।
କାରଣ ଯେପରି ଦୁଗ୍ଧମନ୍ଥନରୁ ଲହୁଣୀ ବାହା ରେ ଓ ନାସିକା ମନ୍ଥନ ରେ ରକ୍ତ ବାହା ରେ, ଠିକ୍ ସହେିପରି କୋର୍ଧ ମନ୍ଥନ ରେ ବିବାଦ ବାହା ରେ।
ଯେଉଁଠା ରେ ଈର୍ଷାଭାବ ଓ ସ୍ବାର୍ଥପର ମନୋଭାବ ଅଛି, ସହେିଠା ରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦଖାଯାେଏ।