Home Bibles ହିତୋପଦେଶ 29:4 · ଓଡ଼ିଆ ବାଇବେଲ
ହିତୋପଦେଶ 29:4 · ଓଡ଼ିଆ ବାଇବେଲ

ରାଜା ସୁବିଚାର ଦ୍ବାରା ତାଙ୍କର ଦେଶକୁ ପ୍ରତିଷ୍ଠିତ କରେ। କିନ୍ତୁ ଜଣେ ୟିଏ ଲାଞ୍ଚକୁ ଭଲପାଏ, ସେ ଏହାକୁ ଧ୍ବଂସ କରେ।

Cross references

ପ୍ରଥମ ଶାମୁୟେଲ 13:13

ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ନିର୍ବୋଧ କାର୍ୟ୍ଯ କରିଛ। ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ମାନିଲ ନାହିଁ। ଯଦି ତୁମ୍ଭେ ପରମେଶ୍ବରଙ୍କ ଆଦେଶ ମାନି କାର୍ୟ୍ଯ କରିଥାନ୍ତ ତବେେ ପରମେଶ୍ବର ତକ୍ସ୍ଟମ୍ଭ ବଂଶକକ୍ସ୍ଟ ଅନନ୍ତକାଳ ପାଇଁ ଇଶ୍ରାୟେଲର ଶାସନଭାର ସଐାଦନ କରିବାକୁ ଦଇେଥାନ୍ତେ।

ଦିତୀୟ ଶାମୁୟେଲ 8:15

ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଦାଉଦ ମଧ୍ଯ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସକ୍ସ୍ଟବିଗ୍ଭର କଲେ।

ପ୍ରଥମ ରାଜାବଳୀ 2:12

ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନ ରେ ଉପବିଷ୍ଟ ହାଇେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଓ ତାଙ୍କର ରାଜ୍ଯ ଅତୋଶଯ ଦୃଢ ହେଲା।

ଦିତୀୟ ରାଜାବଳୀ 15:18

ପୁଣି ସଦାପ୍ରଭୁ ଦୃଷ୍ଟି ରେ ଯାହାସବୁ ପାପ ଓ ଘୃଣ୍ଯ, ସେସବୁ କର୍ମ କରି ଚାଲିଲେ। ସେ କବେେ ହେଲେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ୟାରବିଯାମ ଇଶ୍ରାୟେଲୀୟମାନଙ୍କୁ କରାଇଥିଲେ।

ଦିତୀୟ ବଂଶାବଳୀ 9:8

ଆପଣଙ୍କର ସଦାପ୍ରଭୁ ପରମେଶ୍ବର ପ୍ରଶଂସିତ ହୁଅନ୍ତୁ। ସେ ଆପଣଙ୍କଠା ରେ ପ୍ରସନ୍ନ ଅଟନ୍ତି ଓ ଆପଣଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ସେ ଆପଣଙ୍କୁ ଏହି ସିଂହାସନ ରେ ଉପବିଷ୍ଟ କରାଇଅଛନ୍ତି। ଆପଣଙ୍କ ପରମେଶ୍ବର ଇଶ୍ରାୟେଲକୁ ପ୍ ରମେ କରନ୍ତି ଓ ଅନନ୍ତକାଳ ନିମନ୍ତେ ଇଶ୍ରାୟେଲର ସପକ୍ଷ ଅଟନ୍ତି। ସେଥିନିମନ୍ତେ ସଦାପ୍ରଭୁ ଉତ୍ତମ ଓ ଯଥାର୍ଥ କର୍ମ କରିବା ନିମନ୍ତେ ଆପଣଙ୍କୁ ଇଶ୍ରାୟେଲର ରାଜା କରିଅଛନ୍ତି।

ଗୀତସଂହିତା 89:14

ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ।

ଗୀତସଂହିତା 99:4

ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

ହିତୋପଦେଶ 8:15

ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।

ହିତୋପଦେଶ 14:34

ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।

ହିତୋପଦେଶ 16:10

ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।

ହିତୋପଦେଶ 16:12

କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।

ହିତୋପଦେଶ 20:8

ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।

ହିତୋପଦେଶ 29:14

ଯେଉଁ ରାଜା ବିଶ୍ବସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହବେ।

ଯିଶାଇୟ 9:7

ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।

ଯିଶାଇୟ 49:8

ସଦାପ୍ରଭୁ କୁହନ୍ତି, ଆମ୍ଭେ ଯେଉଁ ସମୟରେ ଦୟା ଦଖାଇବୋ କଥା ସହେି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନ ରେ ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସମାନଙ୍କେର ଧ୍ବଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ବରୂପ ନିୟୁକ୍ତ କରିବା।

ଯିରିମିୟ 22:13

ଯିହାୟୋକୀମ ଜଣେ ଅଧର୍ମୀ ରାଜା ଥିଲେ ୟିଏ କି ଅଧର୍ମ ରେ ଆପଣା ଗୃହ ଓ ଅନ୍ଯାଯ ରେ ଆପଣା କୋଠରୀମାନ ନିର୍ମାଣ କରେ, ୟିଏ ବିନା ମୂଲ୍ଯ ରେ ଆପଣା ପ୍ରତିବେଶୀକି ସବୋ କରାଏ ଓ ତାଙ୍କୁ କିଛି ବତନେ ଦିଏ ନାହିଁ।

ଦାନିଏଲ 11:20

ସେ ଉତ୍ତର ଦେଶର ରାଜାଙ୍କ ଅନ୍ତେ ଜଣେ ନୂତନ ରାଜା ଆସିବେ। ସେ ରାଜା ଜଣଙ୍କ ରାଜକୀଯ ପରିବାରରୁ ଆସିବେ ନାହିଁ। ନିଜର ସୁଖ ବୃଦ୍ଧି ପାଇଁ ଧନ ଉପାର୍ଜନ କରିବା ନିମନ୍ତେ ଜଣେ କରଆଦାଯକାରୀଙ୍କୁ ନିୟୁକ୍ତି କରିବ। ମାତ୍ର ଅଳ୍ପଦିନ ପ ରେ, ସେ ବିନଷ୍ଟ ହବେ, ମାତ୍ର କୋରଧ ରେ ନୁହେଁ କି ୟୁଦ୍ଧ ରେ ନୁହେଁ।

ମୀଖା 7:3

ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।

Interlinear

Choose Theme