Home Bibles ହିତୋପଦେଶ 3:19 · ଓଡ଼ିଆ ବାଇବେଲ
ହିତୋପଦେଶ 3:19 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଜ୍ଞାନ ରେ ଭରପୁର ପୃଥିବୀ ସ୍ଥାପନ କଲେ। ସେ ତାଙ୍କ ଜ୍ଞାନ ରେ ଆକାଶ ମଣ୍ଡଳ ସୃଷ୍ଟି କଲେ।

Cross references

ଆୟୁବ ପୁସ୍ତକ 38:4

ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

ଗୀତସଂହିତା 104:24

ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।

ଗୀତସଂହିତା 136:5

ପରମେଶ୍ବରଙ୍କର ପ୍ରଶଂସା କର ୟିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।

ହିତୋପଦେଶ 8:27

ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।

ହିତୋପଦେଶ 8:29

ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।

ଯିରିମିୟ 10:12

ପରମେଶ୍ବର ସ୍ବପରାକ୍ରମ ରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ବାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳ ରେ ପୃଥିବୀ ଉପ ରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।

ଯିରିମିୟ 51:15

ସଦାପ୍ରଭୁ ଆପଣା ପରାକ୍ରମ ରେ ପୃଥିବୀ ନର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନ ରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧି ରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି।

ଯୋହନଲିଖିତ ସୁସମାଚାର 1:3

ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।

Interlinear

Choose Theme