ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।
Cross references
ଶାଲମର ରାଜା ମଲ୍କୀଷଦକେ ଅବ୍ରାହାମକୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ବରଙ୍କର ଯାଜକ। ମଲକୀଷଦକେ ରୋଟୀ ଓ ଦ୍ରାକ୍ଷାରସ ଘନେି ଆସିଲେ।
ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ସ୍ଥାପନ କରିବି। ଏହା ପରମେଶ୍ବରଙ୍କର ଏକ ପବିତ୍ରସ୍ଥାନ ହବେ। ଆଉ ତୁମ୍ଭେ ଯାହା ସବୁ ମାେତେ ଦବେ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ଯ ଦବେି।
ଶସ୍ଯ ଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ଯ ଏବଂ ପ୍ରଥମ ଫଳର ରସ ଦବୋ ରେ କୌଣସି ବିଳମ୍ବ କରିବ ନାହିଁ।
ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।
ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।
ତୁମ୍ଭମାନଙ୍କର ପ୍ରଥମ ଶସ୍ଯ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ସହେି ସବୁକୁ ପ୍ରଥମେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଗୃହକୁ ଆଣିବେ।
ଏହାପରେ ଇଶ୍ରାୟେଲର ସଭାର ସମସ୍ତ ଲୋକେ ମାଶାଙ୍କେ ନିକଟରୁ ବିଦାଯ ନେଲେ।
ତା'ପରେ ପଞ୍ଚମ ବର୍ଷ ରେ ତୁମ୍ଭମାନେେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।
ତୁମ୍ଭମାନେେ ନିଜ ନିଜ ପ୍ରଥମ ଶସ୍ଯରୁ ଉତ୍ତୋଳନୀଯ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ। ଯେପରି ଶସ୍ଯ ମର୍ଦ୍ଦନ ସ୍ଥାନ ରେ ଉତ୍ତୋଳନୀଯ ଉପହାର, ସହେିପରି ତାହା ଉତ୍ତୋଳନ କରିବା ଉଚିତ୍।
ଆମ୍ଭମାନେେ ପ୍ରେତ୍ୟକକ ସୈନ୍ଯଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ବରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀଯ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହି ସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାଯଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।
ଏହି ଖାଦ୍ୟ ସକଳ ସହେି ଲବେୀୟ ଲୋକମାନଙ୍କର, କାରଣ ସମାନଙ୍କେର କୌଣସି ନିଜସ୍ବ ସଐତ୍ତି ନାହିଁ। ଏହି ଖାଦ୍ୟ ମଧ୍ଯ ଅନ୍ୟ ଲୋକମାନଙ୍କ ପାଇଁ ବିଦେଶୀମାନଙ୍କ ପାଇଁ ପିତୃହୀନ ଓ ବିଧବାମାନେ ଆସି ଭୋଜନ କରି ତୃଲ୍ଗ ହବେେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦତ୍ତ ଆପଣା ସହେି ଦେଶ ରେ ଭୂମିରକ୍ସ୍ଟ ଫଳିଥିବା ସମସ୍ତ ଫଳ ଓ ପରିବାରକ୍ସ୍ଟ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗକ୍ସ୍ଟଡି ରେ ତାହା ନଇେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକକ୍ସ୍ଟ ତୁମ୍ଭେ ୟିବ।
ସାଦୋକ୍ ବଂଶର ମୁଖ୍ଯଯାଜକ ଅସରିଯ ହିଜକିଯଙ୍କୁ କହିଲେ, ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସହେି ସମୟଠାରୁ ଆମ୍ଭମାନେେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଆମ୍ଭମାନେେ ଭୋଜନ କରିସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି ! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।
ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି।
ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।
ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖ ରେ ରହିବେ। ତୁମ୍ଭେ ଯେତବେେଳେ ଚିହିଁବ, ସମାନଙ୍କେୁ ସାହାୟ୍ଯ କରି ପାରିବ। କିନ୍ତୁ ତୁମ୍ଭମାନେେ ମାେତେ ସଦା ବେଳେ ପାଇବ ନାହିଁ।
ତା'ପରେ ବାରଜଣ ଯାକ ପ୍ ରରେିତଙ୍କ ମଧ୍ଯରୁ ଜଣେ ପ୍ ରରେିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ ରରେିତର ନାମ ଥିଲା ଈଷ୍କରିଯୋଥ ଯିହୁଦା। ସେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହାତ ରେ ଧ ରଇେ ଦବୋକୁ ଚାହୁଁଥିଲେ।
ବରଂ ଭୋଜି ଦବୋ ସମୟରେ ଗରିବ, ପଙ୍ଗୁ, େଛାଟା ଓ ଅନ୍ଧମାନଙ୍କୁ ଡାକ।
ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
ସହେି ବିଶ୍ବାସୀମାନେ ମହାକ୍ଲେଶ ଦୁଃଖ ଦ୍ବାରା ପରୀକ୍ଷିତ ହେଲେ। ଏବଂ ସମାନେେ ଅତି ଗରୀବ। କିନ୍ତୁ ସମାନଙ୍କେ ମହାନନ୍ଦ ହତେୁ ସମାନେେ ପ୍ରଚୁର ଉଦାରତାର ଦାନ ଦଇେଥିଲେ।
ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।
ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।