Home Bibles ହିତୋପଦେଶ 30:1 · ଓଡ଼ିଆ ବାଇବେଲ
ହିତୋପଦେଶ 30:1 · ଓଡ଼ିଆ ବାଇବେଲ

ଏଗୁଡ଼ିକ ହେଉଛି ୟାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଈଥୀଯଲେ ଓ ଉକଲଙ୍କ ପାଇଁ ବାର୍ତ୍ତା।

Cross references

ହିତୋପଦେଶ 31:1

ଏହା ହେଉଛି ରାଜା ଲମୁଯଲଙ୍କେର ଉପଦେଶ ପୂର୍ଣ୍ଣ ବାକ୍ଯ। ଯାହାକି ସେ ତାଙ୍କର ମାତାଙ୍କଠାରୁ ସେ ଶିକ୍ଷା ଗ୍ରହଣ କରିଥିଲେ।

ପିତରଙ୍କ ଦିତୀୟ ପତ୍ର 1:19

ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।

Interlinear

Choose Theme