Home Bibles ☰ Books ହିତୋପଦେଶ 30:18 · ଓଡ଼ିଆ ବାଇବେଲ
ହିତୋପଦେଶ 30:18 · ଓଡ଼ିଆ ବାଇବେଲ

ତିନି କଥା ମାେତେ ରହସ୍ଯ ପରି ଲାଗେ। ପୁଣି ଚାରି କଥା ମୁଁ ଜାଣେ ନାହିଁ।

Cross references

ଆୟୁବ ପୁସ୍ତକ 42:3

ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।

ଗୀତସଂହିତା 139:6

ମୁଁ ଆଶ୍ଚର୍ୟ୍ଯ ହୁଏ ୟେ, ତୁମ୍ଭେ ୟାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।

Interlinear

Choose Theme