Home Bibles ହିତୋପଦେଶ 30:23 · ଓଡ଼ିଆ ବାଇବେଲ
ହିତୋପଦେଶ 30:23 · ଓଡ଼ିଆ ବାଇବେଲ

କହେି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହାଇୟୋଏ। ଏବଂ ଚାକରାଣୀର ଭାର ଯେତବେେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।

Cross references

ହିତୋପଦେଶ 12:4

ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।

ହିତୋପଦେଶ 19:13

ମୂର୍ଖ ପୁତ୍ର ତା'ର ପିତାର ଦୁଃଖର କାରଣ ହବେ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।

ହିତୋପଦେଶ 21:9

କଳିହୁଡ଼ି ସ୍ତ୍ରୀ ସଙ୍ଗ ରେ ପ୍ରଶସ୍ତ ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।

ହିତୋପଦେଶ 21:19

କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗ ରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।

ହିତୋପଦେଶ 27:15

ଭାରୀ ବୃଷ୍ଟି ଦିନ ରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ ଏହି ଦୁଇଜଣ ଏକ ପ୍ରକାର ଅଟନ୍ତି।

ହିତୋପଦେଶ 29:21

ଯଦି ତୁମ୍ଭେ ତୁମ୍ଭ ସବେକକୁ ତା'ର ବାଲ୍ଯକାଳରୁ ଅଧିକ ପ୍ରଶ୍ରଯ ଦିଅ, ସେ ଜିଦ୍ଖୋର୍ ସବେକ ହାଇଯେିବ।

Interlinear

Choose Theme