Home Bibles ହିତୋପଦେଶ 30:31 · ଓଡ଼ିଆ ବାଇବେଲ
ହିତୋପଦେଶ 30:31 · ଓଡ଼ିଆ ବାଇବେଲ

ୟୁଦ୍ଧାଶ୍ବ, ଛାଗ ଓ ରାଜା ଯାହା ବିରୁଦ୍ଧ ରେ କହେି ଉେଠ ନାହିଁ।

Cross references

ହିତୋପଦେଶ 16:14

ରାଜାଙ୍କର କୋରଧ ମୃତ୍ଯୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।

ହିତୋପଦେଶ 20:2

ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।

ଦାନିଏଲ 3:15

ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।

Interlinear

Choose Theme