Home Bibles ହିତୋପଦେଶ 30:7 · ଓଡ଼ିଆ ବାଇବେଲ
ହିତୋପଦେଶ 30:7 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମାରେ ମଲା ପୂର୍ବରୁ ମାେତେ ଦୁଇଟି ବର ଦିଅ।

Cross references

ପ୍ରଥମ ରାଜାବଳୀ 3:5

ଶଲୋମନ ଗିବିଯୋନ ରେ ଥିଲା ବେଳେ, ସଦାପ୍ରଭୁ ରାତ୍ରି ରେ ସ୍ବପ୍ନ ରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ବର ସ୍ବପ୍ନ ରେ କହିଲେ, ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦବୋ।

ଦିତୀୟ ରାଜାବଳୀ 2:9

ନଦୀ ପାରି ହେଲାପରେ ଏଲିଯ ଇଲୀଶାୟଙ୍କୁ କହିଲେ, ପରମେଶ୍ବର ମାେତେ ତୁମ୍ଭଠାରୁ ନବୋ ପୂର୍ବରୁ, ମାଠାରୁେ ତୁମ୍ଭେ କ'ଣ ଗ୍ଭହୁଁଛ ମାଗ।

ଗୀତସଂହିତା 21:2

ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।

ଗୀତସଂହିତା 27:4

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।

ଲୂକଲିଖିତ ସୁସମାଚାର 10:42

କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।

Interlinear

Choose Theme