Home Bibles ହିତୋପଦେଶ 31:20 · ଓଡ଼ିଆ ବାଇବେଲ
ହିତୋପଦେଶ 31:20 · ଓଡ଼ିଆ ବାଇବେଲ

ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦଖାେଏ।

Cross references

ଦିତୀୟ ବିବରଣ 15:11

ଦେଶ ରେ ସର୍ବଦା ଗରିବ ଲୋକ ରହିବେ। ଯେଉଁଥିପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା ଦଇେ କହକ୍ସ୍ଟଛକ୍ସ୍ଟ, ତୁମ୍ଭମାନେେ ତୁମ୍ଭର ଦରିଦ୍ର ଭାଇମାନଙ୍କୁ ନିଶ୍ଚଯ ସାହାୟ୍ଯ କରିବ। ତାଙ୍କର ଆବଶ୍ଯକତା ଅନକ୍ସ୍ଟସା ରେ ସମାନଙ୍କେୁ ସାହାୟ୍ଯ କର।

ଆୟୁବ ପୁସ୍ତକ 31:16

ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।

ଗୀତସଂହିତା 41:1

ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।

ଗୀତସଂହିତା 41:2

ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।

ଗୀତସଂହିତା 112:9

ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।

ହିତୋପଦେଶ 1:24

କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।

ହିତୋପଦେଶ 19:17

ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।

ହିତୋପଦେଶ 22:9

ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ, ଯେ ହତେୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।

ଉପଦେଶକ 11:1

ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।

ମାର୍କଲିଖିତ ସୁସମାଚାର 14:7

କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖ ରେ ରହିବେ। ତୁମ୍ଭେ ଯେତବେେଳେ ଚିହିଁବ, ସମାନଙ୍କେୁ ସାହାୟ୍ଯ କରି ପାରିବ। କିନ୍ତୁ ତୁମ୍ଭମାନେେ ମାେତେ ସଦା ବେଳେ ପାଇବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:39

ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:34

ତୁମ୍ଭମାନେେ ଜାଣିଛ ଯେ, ମୁଁ ନିଜେ ମାରେ ଓ ମାେ ସହିତ ରହିଥିବା ଲୋକମାନଙ୍କର ଆବଶ୍ଯକତା ପୂରଣ କରିବା ପାଇଁ ନିଜ ହାତ ରେ କାର୍ୟ୍ଯ କରିଛି।

ରୋମୀୟଙ୍କ ପ୍ରତି ପତ୍ର 10:21

କିନ୍ତୁ ଇଶ୍ରାୟେଲ ଲୋକଙ୍କ ବିଷୟ ରେ ପରମେଶ୍ବର ଏହା କହନ୍ତି, ଆମ୍ଭେ ଏହି ଲୋକଙ୍କ ପାଇଁ ଦିନ ସାରା ଅପେକ୍ଷା କରି ଥିଲେ ମଧ୍ଯ, ସମାନେେ ଆମ୍ଭକୁ ମାନିଲେ ନହିଁ ଓ ଅନୁସରଣ କଲେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 12:13

ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।

ଏଫିସୀୟଙ୍କ ପ୍ରତି ପତ୍ର 4:28

ଚୋର ଚୋରୀ କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମ ରେ ଲଗାଉ। ତା ହେଲେ ସେ ଗରୀବ ଲୋକମାନଙ୍କୁ କିଛି ସାହାୟ୍ଯ କରିପାରିବ।

ଏବ୍ରୀ 13:16

ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।

Interlinear

Choose Theme