Home Bibles ହିତୋପଦେଶ 31:24 · ଓଡ଼ିଆ ବାଇବେଲ
ହିତୋପଦେଶ 31:24 · ଓଡ଼ିଆ ବାଇବେଲ

ସେ ଜଣେ ଉତ୍ତମ ବ୍ଯବସାଯୀ ସ୍ତ୍ରୀ ଅଟେ। ସେ ଲୁଗା ଓ ବେଲ୍ଟ୍ ପ୍ରସ୍ତୁତ କରେ ଓ ତାକୁ ବ୍ଯବସାଯୀମାନଙ୍କୁ ବିକେ।

Cross references

ବିଚାରକର୍ତାମାନଙ୍କ ବିବରଣ 14:12

ଏହାପରେ ଶାମ୍ଶାେନ୍ ସହେି ତିରିଶ ଜଣ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଏକ ରହସ୍ଯାବୃତ ପ୍ରଶ୍ନ କହିବାକକ୍ସ୍ଟ ଗ୍ଭ ହେଁ। ତୁମ୍ଭମାନେେ ଯବେେ ଏହି ଭୋଜିର ସାତଦିନ ମଧିଅରେ ତହିଁର ଅର୍ଥ ବାହାର କରି ମାେତେ ଜଣାଇବ। ତବେେ ତୁମ୍ଭମାନଙ୍କୁ ମୁ ତିରିଶ ରେଶମବସ୍ତ୍ର ଓ ତିରିଶ ୟୋଡା ପୋଷାକ ଦବେି।

ପ୍ରଥମ ରାଜାବଳୀ 10:28

ଶଲୋମନଙ୍କର ଅଶ୍ବଗୁଡିକ ବଣିକମାନଙ୍କ ଦ୍ବାରା ମିଶରରୁ ଓ କ୍ଯୁଏରୁ ଅଣାଗଲା, ଯେଉଁମାନେ କି ସଗେୁଡିକ ସଠାରୁେ କିଣିଥିଲେ।

ହିତୋପଦେଶ 31:13

ସେ ମଷେଲୋମ ମସିନା ଖାଜେି ସନ୍ତାଷେ ରେ ଆପଣା ହସ୍ତ ରେ କର୍ମ କରେ।

ହିତୋପଦେଶ 31:14

ସେ ବାଣିଜ୍ଯ ଜାହାଜ ପରି, ଦୂରରୁ ଆପଣା ଆହାର ଆଣେ।

ହିତୋପଦେଶ 31:19

ସେ ନୋଟିକି ହାତ ବଢ଼ାଏ, ପୁଣି ତା'ର ହସ୍ତ ତାହା ପାଇଁ ବସ୍ତ୍ର ବୁଣେ।

ଯିହିଜିକଲ 27:16

ତୁମ୍ଭର ହସ୍ତ ନିର୍ମିତ ଦ୍ରବ୍ଯର ପ୍ରସିଦ୍ଧି ହତେୁ ଆରାମ୍ ତୁମ୍ଭର ବଣିକ ଥିଲା। ସମାନେେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମ ବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।

ଲୂକଲିଖିତ ସୁସମାଚାର 16:19

ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।

Interlinear

Interlinear data is unavailable for this verse.

Choose Theme