Home Bibles ହିତୋପଦେଶ 31:26 · ଓଡ଼ିଆ ବାଇବେଲ
ହିତୋପଦେଶ 31:26 · ଓଡ଼ିଆ ବାଇବେଲ

ସେ ଜ୍ଞାନପୂର୍ଣ୍ଣ କଥା କ ହେ। ସେ ଲୋକମାନଙ୍କୁ ଦୟା ଓ କରୁଣା ଶିକ୍ଷା ଦିଏ।

Cross references

ଆଦି ପୁସ୍ତକ 24:18

ରିବିକା ତତ୍କ୍ଷଣାତ୍ ତାଙ୍କ କନ୍ଧରୁ ପାତ୍ରଟିକୁ ଓହ୍ଲାଇ ତାଙ୍କୁ ପିଇବାକୁ ଦେଲେ। ରିବିକା କହିଲେ, ହେ ମହାଶୟ ପାନ କର।

ବିଚାରକର୍ତାମାନଙ୍କ ବିବରଣ 13:23

କିନ୍ତୁ ତା'ର ସ୍ତ୍ରୀ ଉତ୍ତର ଦଲୋ, ସଦାପ୍ରଭୁ ଆମ୍ଭକକ୍ସ୍ଟ ମାରିବାକକ୍ସ୍ଟ ଗ୍ଭହାଁନ୍ତି ନାହିଁ। ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମାରିବାକକ୍ସ୍ଟ ଗ୍ଭହିଁଥାନ୍ତେ, ତବେେ ସେ ଆମ୍ଭର ହାମବେଳି ଓ ଶସ୍ଯ ନବୈେଦ୍ଯ ଗ୍ରହଣ କରି ନ ଥାନ୍ତେ। ସେ ଆମ୍ଭକକ୍ସ୍ଟ ଏପରି ଆଶ୍ଚର୍ୟ୍ଯ ଦୃଶ୍ଯ ଦଖାଇେ ନ ଥାନ୍ତେ ଓ ଏହିସବୁ କଥା କହି ନଥାନ୍ତେ।

ପ୍ରଥମ ଶାମୁୟେଲ 25:24

ଅବୀଗଲ ଦାଉଦଙ୍କ ଚରଣ ରେ ପଡି କହିଲା, ହେ ମାରେ ପ୍ରଭକ୍ସ୍ଟ, ମାରେ କଥା ଟିକେ ଶକ୍ସ୍ଟଣନ୍ତକ୍ସ୍ଟ। ଯାହାସବୁ ଘଟିଗଲା, ସେଥି ରେ ମାେତେ ଦୋଷ ଦିଅନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 20:16

ସେତବେେଳେ ନଗର ମଧ୍ଯରକ୍ସ୍ଟ ଏକ ବକ୍ସ୍ଟଦ୍ଧିମତି ସ୍ତ୍ରୀ ଡାକି କହିଲା, ଶକ୍ସ୍ଟଣ ଶକ୍ସ୍ଟଣ, ମୁ ବିନଯ କରୁଅଛି ଯୋୟାବକକ୍ସ୍ଟ ଏସ୍ଥାନ ପର୍ୟ୍ଯନ୍ତ ଆସିବାକକ୍ସ୍ଟ କକ୍ସ୍ଟହ। ମୁ ତା' ସହିତ କଥାବାର୍ତ୍ତା କରିବାକୁ ଗ୍ଭହକ୍ସ୍ଟଁଛି।

ଦିତୀୟ ରାଜାବଳୀ 22:15

ତା'ପରେ ହୁଲଦା ସମାନଙ୍କେୁ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ।

ଏଷ୍ଟର ବିବରଣ 4:4

ଏଷ୍ଟରର ଦାସୀଗଣ ଓ ନଫୁସକମାନେ ଆସି ମର୍ଦ୍ଦଖଯ ବିଷଯ ରେ ତାଙ୍କୁ ଜଣାଇଲେ। ତେଣୁ ରାଣୀ ଅତିଶଯ ବିଚଳିତ ହାଇଗେଲେ। ପୁଣି ମର୍ଦ୍ଦଖଯଠାରୁ ଅଖାକାଢି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା। ମାତ୍ର ସେ ତାହା ଗ୍ରହଣ କଲା ନାହିଁ।

ଏଷ୍ଟର ବିବରଣ 5:8

ମୁଁ ଯବେେ ମାରେ ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟି ରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯବେେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସହେି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦବେି।

ଏଷ୍ଟର ବିବରଣ 7:3

ଏହାପରେ ରାଣୀ ଏଷ୍ଟର କହିଲେ, ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୁଷ୍ଟି ରେ ଅନୁଗ୍ରହ ପାଇଅଛି, ଆଉ ଯବେେ ମହାରାଜ ସନ୍ତୁଷ୍ଟ ହାଇେଛନ୍ତି, ତବେେ ମାହେର ନିବଦନେ ଅନୁସାରେ ମାେ ପ୍ରାଣ ଓ ମାରେ ପ୍ରାର୍ଥନାନୁସା ରେ ମାେ ଲୋକମାନଙ୍କୁ ମାେତେ ଦିଆଯାଉ।

ଏଷ୍ଟର ବିବରଣ 8:3

ଏଷ୍ଟର ରାଜା ନିକଟରେ ପୁନର୍ବାର ନିବଦନେ କଲା, ପୁଣି ୟିହୁଦୀଯମାନଙ୍କ ପ୍ରତିକୂଳ ରେ ଅଗାଗୀଯ ହାମନର କୃତ ଅମଙ୍ଗଳ ଓ ତାର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣ ରେ ପଡି ରୋଦନ କରି ପ୍ରାର୍ଥନା କଲା।

ହିତୋପଦେଶ 10:31

ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀର ଜିହ୍ବା ଉଚ୍ଛିନ୍ନ ହବେ।

ହିତୋପଦେଶ 12:18

ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।

ହିତୋପଦେଶ 16:24

ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।

ହିତୋପଦେଶ 19:14

ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।

ହିତୋପଦେଶ 25:15

ର୍ଧୈୟ୍ଯ କଥାବାର୍ତ୍ତା ମାଧ୍ଯମ ରେ ଜଣେ ଶାସକ ଶାନ୍ତି ଦବେ। ଭଦ୍ର କଥାବାର୍ତ୍ତା ଅଧିକ ଭାବରେ ଶକ୍ତିଶାଳୀ।

ହିତୋପଦେଶ 31:8

ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।

ପରମଗୀତ 2:14

ହେ ମାରେ କପୋତି, ତୁମ୍ଭେ ଶୈଳର ଫାଟ ରେ ଗଡ଼ନ୍ତି ସ୍ଥାନର ଅନ୍ତରାଳ ରେ ଅଛ। ମାେତେ ତୁମ୍ଭ ରୂପ ଦେଖିବାକୁ ଦିଅ। ମାେତେ ତୁମ୍ଭ ରବ ଶୁଣିବାକୁ ଦିଅ। କାରଣ ତୁମ୍ଭର ରବ ସୁମିଷ୍ଟ ଓ ତୁମ୍ଭର ରୂପ ମ ନୋହର।

ପରମଗୀତ 4:11

ଆଗୋ ମାରେ ପ୍ରିୟେ, ମହୁଫଣୋରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠଧାର ମହୁ ଝ ରେ। ଦୁଗ୍ଧମଧୁ ତୁମ୍ଭ ଜିହ୍ବା ତଳେ ଥାଏ। ତୁମ୍ଭ୍ ବସ୍ତ୍ରର ସୁଗନ୍ଧି ଲିବା ନୋନର ସୁଗନ୍ଧ ତୁଲ୍ଯ।

ମଲାଖୀ 2:6

ଲବେୀ ସତ୍ଯବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ଯା ଶିକ୍ଷା ଦେଉନଥିଲା। ସେ ଧାର୍ମିକ ଏବଂ ବିଶ୍ବସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସମାନଙ୍କେ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।

ଲୂକଲିଖିତ ସୁସମାଚାର 1:38

ମରିୟମ କହିଲେ, ମୁଁ ପ୍ରଭୁଙ୍କର ଦାସୀ କନ୍ଯା ଅଟେ। ତୁମ୍ଭେ ମାେତେ ଯାହା କହିଲ, ମାେ ପାଇଁ ତାହା ହିଁ ହେଉ। ତା'ପରେ ସ୍ବର୍ଗଦୂତ ତାହାଙ୍କ ପାଖରୁ ଚାଲିଗଲେ।

ଲୂକଲିଖିତ ସୁସମାଚାର 1:42

ଏଲୀଶାବେଥ ବଡ ପାଟି ରେ କହିଲେ, ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ଯା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦବୋକୁ ଯାଉଅଛ, ପରମେଶ୍ବର ତାହାକୁ ଧନ୍ଯ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:15

ଏହାଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟି ରେ ଦେଖିଲେ। ତାହାଙ୍କ ମୁଖ ସ୍ବର୍ଗଦୂତଙ୍କ ମୁଖ ପରି ଦଖାଗେଲା ଓ ସମାନେେ ତାହା ଦେଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:26

ସେ ନିର୍ଭୟ ରେ ସମାଜଗୃହ ରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ବିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନଇେ ଆସିଲେ। ସମାନେେ ପରମେଶ୍ବରଙ୍କ ପଥ ବିଷୟ ରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।

ଏଫିସୀୟଙ୍କ ପ୍ରତି ପତ୍ର 4:29

ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।

କଲସୀୟଙ୍କ ପ୍ରତି ପତ୍ର 4:5

ଅବିଶ୍ବାସୀ ଲୋକମାନଙ୍କ ସହିତ ବ୍ଯବହାର କଲା ବେଳେ ବୁଦ୍ଧି ସହ ବ୍ଯବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପୟୋଗ କର।

ପିତରଙ୍କ ପ୍ରଥମ ପତ୍ 3:1

ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।

ପିତରଙ୍କ ପ୍ରଥମ ପତ୍ 3:4

ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।

ପିତରଙ୍କ ପ୍ରଥମ ପତ୍ 3:8

ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।

Interlinear

Choose Theme