Home Bibles ହିତୋପଦେଶ 31:5 · ଓଡ଼ିଆ ବାଇବେଲ
ହିତୋପଦେଶ 31:5 · ଓଡ଼ିଆ ବାଇବେଲ

ଯଦି ସମାନେେ ପାନ କରନ୍ତି, ସମାନେେ ସବୁ ନିଯମ ଭୁଲି ୟାଆନ୍ତି ଏବଂ ଗରୀବ ଲୋକମାନଙ୍କ ବିପକ୍ଷ ରେ ନ୍ଯାଯ କରନ୍ତି।

Cross references

ଯିଶାଇୟ 5:22

ସସମାଲନ ଦ୍ରାକ୍ଷାରସ ପାନ କରିବାସର ପ୍ରସିଦ୍ଧ ଓ ମଦ୍ଯ ମିଶ୍ରିତ କରିବାସର ଦକ୍ଷ।

ଯିଶାଇୟ 5:23

ସଦାଷୀକୁ କ୍ଷମା କରିବାକୁ ତୁମ୍ଲଭସସମାନଙ୍କୁ ଲାଞ୍ଚସଦଲଲସସମାଲନ ଲାଞ୍ଚସନଲବ। ମାତ୍ରସସମାଲନ ଉତ୍ତମସଲାକଙ୍କୁ ନ୍ଯାଯ ବିଚାର ଦିଅନ୍ତି ନାହିଁ।

ହବକକୂକ 2:5

ପରମେଶ୍ବର କହିଲେ, ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।

Interlinear

Choose Theme