Home Bibles ହିତୋପଦେଶ 4:1 · ଓଡ଼ିଆ ବାଇବେଲ
ହିତୋପଦେଶ 4:1 · ଓଡ଼ିଆ ବାଇବେଲ

ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।

Cross references

ଆଦି ପୁସ୍ତକ 49:2

ହେ ଯାକୁବର ପୁତ୍ରଗଣ ଏକତ୍ର ହାଇେ ମାେ କଥା ଶୁଣ। ତୁମ୍ଭେ ତୁମ୍ଭର ପିତା, ଇଶ୍ରାୟେଲଙ୍କ କଥା ଶୁଣ।

ଗୀତସଂହିତା 34:11

ହେ ପିଲାମାନେ, ଆସ ମାେ କଥା ଶୁଣ। ଓ ମୁଁ ତୁମ୍ଭକୁ କିପରି ସଦାପ୍ରଭୁଙ୍କୁ ସମ୍ମାନ କରାୟାଏ ଶିକ୍ଷା ଦବେି।

ହିତୋପଦେଶ 1:2

ଏହି ହିତାପଦେେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସମାନେେ ଜାଣିପାରିବେ କେଉଁ କାର୍ୟ୍ଯଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ଯମାନ ସାହାୟ୍ଯ କରିବ।

ହିତୋପଦେଶ 1:8

ହେ ମାରେ ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତବେେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ଯାଗ କର ନାହିଁ।

ହିତୋପଦେଶ 2:1

ହେ ମାରେ ପୁତ୍ର, ମାରେବାକ୍ଯ ଗ୍ରହଣ କର। ମାରେ ନିର୍ଦ୍ଦେଶ ମନେ କର।

ହିତୋପଦେଶ 2:3

ସୁବିବଚେନା ପ୍ରତି ଡ଼ାକ ପକାଅ। ବୁଦ୍ଧି ନିମନ୍ତେ ଉଚ୍ଚସ୍ବର କର।

ହିତୋପଦେଶ 5:1

ହେ ମାରେ ପୁତ୍ର, ମାେ' ଜ୍ଞାନ ରେ ମନ ଦିଅ। ମାରେ ବୁଦ୍ଧି ପାଇଁ କାନ ଡ଼ରେ।

ହିତୋପଦେଶ 6:20

ହେ ମାରେ ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।

ହିତୋପଦେଶ 7:4

ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବଚେନାକୁ ତୁମ୍ଭର ପରିବାରର ସଦସ୍ଯରୂପେ ଗ୍ରହଣ କର।

ହିତୋପଦେଶ 8:32

ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ।

ହିତୋପଦେଶ 13:1

ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।

ହିତୋପଦେଶ 19:20

ଶଷୋବସ୍ଥା ରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।

ହିତୋପଦେଶ 22:17

ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:11

ତୁମ୍ଭମାନେେ ଓ ପରମେଶ୍ବର ମଧ୍ଯ ଜାଣନ୍ତି ଯେ, ଏହା ସତ୍ଯ। ପିତା ନିଜ ସନ୍ତାନମାନଙ୍କୁ ସ୍ନହେ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନହପେୂର୍ବକ ବ୍ଯବହାର କରିଛୁ।

ଏବ୍ରୀ 2:1

ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟ ରେ ଅଧିକ ମନୋୟୋଗୀ ହବୋ ଦରକାର, ନଚେତ୍ ସତ୍ଯମାର୍ଗରୁ ବିଚଳିତ ହାଇେ ପଥଭ୍ରଷ୍ଟ ହବେୁ।

Interlinear

Choose Theme