ତୁମ୍ଭେ ଗଲା ବେଳେ ତୁମ୍ଭର ପାଦ ଫାନ୍ଦ ରେ ପଡ଼ିବ ନାହିଁ, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟି ପଡ଼ିବ ନାହିଁ।
Cross references
ମାରେ ଗୋଡ ଓ ଗଣ୍ତିକକ୍ସ୍ଟ ଦୃଢ କର, ତେଣୁ ମୁ ଦୁର୍ବଳ ହବେି ନାହିଁ ଏବଂ ପଡିବି ନାହିଁ।
ତାଙ୍କର ଶକ୍ତ ପାଦ କ୍ଷୀଣ ହାଇଯେିବ ଏବଂ ତା'ର ନିଜର ଚକ୍ରାନ୍ତ ତାକୁ ତଳକୁ ଆଣିବ।
ମାରେ ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ୟାହାଫଳରେ ମୁଁ ଦୁର୍ବଳ ହବେି ନାହିଁ ଏବଂ ପଡ଼ିବି ନାହିଁ।
ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।
ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।
ତେଣୁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ଯାଯ, ଓ ମଙ୍ଗଳର ପ୍ରେତ୍ୟକକ ସୁପଥ ଜାଣିବ।
ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।
କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।
ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।
ଯୀଶୁ ଉତ୍ତର ଦେଲେ, ଦିନ ମଧିଅରେ ବାର ଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନ ବେଳେ ଚାଲିଲେ ସେ ଝୁଣ୍ଟେ ନାହିଁ କି ପଡେ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖିପା ରେ।
କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :
ନିଜ ଭାଇକୁ ପ୍ ରମେ କରୁଥିବା ବ୍ଯକ୍ତି ଆଲୋକରେ ବାସ କରୁଥାଏ ଏବଂ ତା'ଠା ରେ ଭୁଲ କାମ କରିବାର କୌଣସି କାରଣ ନ ଥାଏ।