ତୁମ୍ଭର ମୁଖରୁ ଅସତ୍ଯ ବାକ୍ଯ ବାହାରି ନ ଆସୁ। ମିଥ୍ଯା କୁହ ନାହିଁ।
Cross references
ଯଦି ତୁମ୍ଭ ହାତ ରେ ପାପ ବା ଅଧର୍ମ ଥାଏ ତା' ହେଲେ ତାକୁ ଦୂର କର ଓ ଅନ୍ଯାଯକୁ ତୁମ୍ଭ ଗୃହ ରେ ବାସ କରିବାକୁ ଦିଅନାହିଁ।
ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼।
ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
ମୁଁ ଯାହା କ ହେ, ତାହା ସତ୍ଯ ଓ ଯଥାର୍ଥ। ମାରେ ବାକ୍ଯ ରେ ମିଥ୍ଯା କିମ୍ବା କୁଟିଳତା ନ ଥାଏ।
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।
ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।
କିନ୍ତୁ ଏବେ, ଏହି ସମସ୍ତ ବିଷୟ ନିଜ ଜୀବନରୁ ବାହାର କରିଦିଅ : କୋରଧ, ଉତ୍ତଜେନା, ଅନ୍ୟ କାହାକୁ ବାଧିଲା ଭଳି କାର୍ୟ୍ଯ କରିବା ବା କଥା କହିବା, କହିଲା ବେଳେ ଅପଶବ୍ଦ ବ୍ଯବହାର କରିବା।
ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।
ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।
ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।
ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।