Home Bibles ହିତୋପଦେଶ 5:18 · ଓଡ଼ିଆ ବାଇବେଲ
ହିତୋପଦେଶ 5:18 · ଓଡ଼ିଆ ବାଇବେଲ

ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ।

Cross references

ଉପଦେଶକ 9:9

ସୂର୍ୟ୍ଯ ତଳେ ସେ ତୁମ୍ଭକୁ ଅସାର ଆଯୁଷର ଯେତେ ଦିନ ଦଇେଅଛନ୍ତି। ତୁମ୍ଭର ସହେି ଅସାର ଆଯୁଷର ସତେିକି ଦିନ ଆପଣା ପ୍ରିଯତମ ଭାର୍ୟ୍ଯା ସଙ୍ଗେ ଆନନ୍ଦ ରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ୟ୍ଯତଳେ କରିଥିବା କଠିନ କର୍ମର ଫଳ ଅଟେ।

ପରମଗୀତ 4:12

ମାରେ ଭଗିନୀ, ମାରେ ପ୍ରିୟେ, ଏକ ରୁଦ୍ଧ ଉଦ୍ୟାନ, ଏକ ରୁଦ୍ଧ ନିର୍ଝର, ଏକ ରୁଦ୍ଧ ଝରଣା।

ପରମଗୀତ 4:15

ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସୋର୍ତ ଅଟ।

ମଲାଖୀ 2:14

ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।

Interlinear

Choose Theme