ସେ ପ୍ ରମେିକା ହରିଣୀ ଓ ରୂପବତୀ ବାଉଟି ପରି ତା'ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା'ର ପ୍ ରମେ ରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Cross references
ତା'ପରେ ଜଣେ ୟାତ୍ରୀ ଆସିଲେ ଓ ସହେି ଧନୀ ଲୋକଙ୍କକ୍ସ୍ଟ ଦେଖିଲେ। ତହିଁରେ ସହେି ଧନୀ ଲୋକଟି, ତା' ନିକଟକକ୍ସ୍ଟ ଆସିଥିବା ଅତିଥି ପାଇଁ ରାନ୍ଧିବାକକ୍ସ୍ଟ ନିଜ ପଲରକ୍ସ୍ଟ ଓ ନିଜ ଗୋଠରକ୍ସ୍ଟ ନଇେ ମେଣ୍ତା ଖାଇବାକକ୍ସ୍ଟ ଦବୋକକ୍ସ୍ଟ ଇଛା କଲା ନାହିଁ। ମାତ୍ର ସହେି ଦରିଦ୍ର ଲୋକଟିର ମେଣ୍ତା ଛକ୍ସ୍ଟଆଟିକକ୍ସ୍ଟ ନଇେ ଅତିଥିଙ୍କ ପାଇଁ ରାନ୍ଧିଲା।
ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।
ମାହେର ପ୍ରିଯତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ଯ। ଦେଖ, ସେ ଝରକା ଦଇେ ଅନାଇ ଅଛନ୍ତି, ପ୍ରାଚୀର ପେଛ ଠିଆ ହାଇେଛନ୍ତି। ସେ ଜାଲି ପରତା ବାଟେ ଆପଣାକୁ ଦଖାେଉ ଅଛନ୍ତି।
ହେ ମାରେ ପ୍ରିଯତମ, ଯେତବେେଳେ ଦିନ ଆ ସେ ଓ ଛାଇ ତୁମ୍ଭଠାରୁ ଗଡ଼ିୟାଏ, ଫରେିଆସ, ବେଥର ପର୍ବତର ହରିଣ ଓ ମୃଗଶାବକ ତୁଲ୍ଯ ହୁଅ।
ତୁମ୍ଭର ସ୍ତନୟୁଗଳ ଶାେଶନ ପୁଷ୍ପ ବନ ରେ ଚରିବାର ୟାଆଁଳା ହରିଣ ଛୁଆ ତୁଲ୍ଯ।
ତୁମ୍ଭର ସ୍ତନ ୟୁଗଳ ହରିଣର ୟାଆଁଳା ଛୁଆପରି।
ହେ ମାରେ ପ୍ରିଯତମ, ଚଞ୍ଚଳ ହୁଅ। ସୁଗନ୍ଧିମଯ ପର୍ବତ ଶ୍ ରଣେୀ ଉପ ରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ଯ ହୁଅ।