ସେ ତା'ର ନିର୍ବୋଧତା ଦ୍ବାରା ବିପଥଗାମୀ ହବେ। ସେ ଶୃଙ୍ଖଳାର ଅଭାବ ୟୋଗୁ ମୃତ୍ଯୁବରଣ କରିବ।
Cross references
ସମାନଙ୍କେର ତମ୍ବୁର ରସିସବୁ ଛିଣ୍ଡିୟାଏ, ସମାନେେ ଜ୍ଞାନଭ୍ରଷ୍ଟ ହାଇେ ମୃତ୍ଯୁବରଣ କରନ୍ତି।'
ଯଦି ସହେି ଲୋକମାନେ ପରମେଶ୍ବରଙ୍କ ଆଦେଶ ମାନିବାକୁ ମନା କରନ୍ତି, ତା' ହେଲେ ସମାନେେ ଧ୍ବଂସ ହବେେ। ସମାନେେ ମୂର୍ଖଙ୍କ ଭଳି ମରିବେ।
ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।
ପରମେଶ୍ବର ସହେି ଅଧର୍ମୀ ବିଚାରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦବେେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଧ୍ବଂସ କରିବେ।
ଧାର୍ମିକର ଓଷ୍ଠାଧାର, ଅନକଙ୍କେୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନମାନେ ନିର୍ବୋଧତା କାରଣରୁ ମୃତ୍ଯୁବରଣ କରନ୍ତି।
ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।
ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।
ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।
ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ଯୁ ଲୋକ ମଧିଅରେ ଶଷେ ହବେ।
ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।