ବର୍ତ୍ତମାନ ପୁତ୍ରମାନେ, ମାରେ ବାକ୍ଯ ଶ୍ରବଣ କର। ମାରେ ବାକ୍ଯ ପାଶୋର ନାହିଁ।
Cross references
ହେ ମାରେ ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ବଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।
ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।
ମାରେ ବାକ୍ଯ ପ୍ରତି ବିମୁଖ ହୁଅ ନାହିଁ। ମାରେ ବାକ୍ଯସବୁ ସର୍ବଦା ସ୍ମରଣ କର।
ଏଣୁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ମାେ କଥା ରେ ମନୋନିବେଶ କର।
ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ।
ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।
ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।