Home Bibles ହିତୋପଦେଶ 5:9 · ଓଡ଼ିଆ ବାଇବେଲ
ହିତୋପଦେଶ 5:9 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ ତାହା କର, ତବେେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦଯ ଲୋକମାନେ ସବୁକିଛି ନଇେଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ୟ୍ଯ କରି ସଂଗ୍ରହ କରିଥିବ।

Cross references

ଆଦି ପୁସ୍ତକ 38:23

ତେଣୁ ଯିହୁଦା କହିଲା, ସେ ଯେଉଁ ଜିନିଷ ରଖିଛି ତାହା ସେ ରଖୁ। ଆମ୍ଭେ କାହିଁକି ଲଜ୍ଜ୍ଯାସ୍ପଦ ହବୋ। ଆମ୍ଭେ ଚାହିଁ ଥିଲୁ ତାକୁ ଏକ ଛଳେି ଛୁଆ ଦବୋପାଇଁ କିନ୍ତୁ ତାକୁ ପାଇଲୁ ନାହିଁ। ଏତିକି ୟଥେଷ୍ଟ।

ବିଚାରକର୍ତାମାନଙ୍କ ବିବରଣ 16:19

ଦଲୀଲା ତାଙ୍କୁ ନିଜର କୋଳ ରେ ଶକ୍ସ୍ଟଆଇ ଦଲୋ ଏବଂ ତା'ପରେ ତାଙ୍କର ସାତାଟେି ବଣେୀକକ୍ସ୍ଟ କ୍ଷିଅର କରିବା ପାଇଁ, ଭିତ ରେ ଥିବା ଲୋକଟିକକ୍ସ୍ଟ ସେ ଡିକିଲା। ତା'ପରେ ଆଉ ଜଣେ ଲୋକ ଡକାଇ ତା'ର ମକ୍ସ୍ଟଣ୍ତରକ୍ସ୍ଟ ସାତବଣେୀ କଟାଇଲା। ଏହିପରି ସେ ଶାମ୍ଶୋନ୍ଙ୍କକ୍ସ୍ଟ କଷ୍ଟ ଦବୋକକ୍ସ୍ଟ ଆରମ୍ଭ କଲା ଓ ଶାମ୍ଶାେନ୍ର ସାମର୍ଥ୍ଯ ଗ୍ଭଲିଗଲା।

ନିହିମିୟା 13:26

ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।

ହିତୋପଦେଶ 6:29

ଏହା ଠିକ୍ ସହେିପରି ହବେ, ଯଦି ତୁମ୍ଭେ ପର ସ୍ତ୍ରୀ ସହିତ ଶଯନ କରିବ। ଯେକହେି ଏହା ଇଚ୍ଛା କରେ ଦଣ୍ଡିତରୁ ପଳାଇ ୟାଇପାରିବ ନାହିଁ।

ହୋଶେୟ 4:13

ସମାନେେ ପର୍ବତର ଅଗ୍ରଭାଗ ରେ ବଳି ଦିଅନ୍ତି ଓ ପାହାଡ ଉପ ରେ ଥିବା ଆଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସହେି ଗଛଗୁଡିକର ଛାଯା ତରୁଣ ଦଖାୟୋଏ। ତେଣୁ ତୁମ୍ଭର କନ୍ଯାମାନେ ଗଣିକା ପରି ସହେି ଗଛତଳେ ପଡି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ୟୌନଭୋଗ ପାପ କରନ୍ତି।

Interlinear

Choose Theme