ହେ ମାରେ ପୁତ୍ର, ଅନ୍ୟ ଲୋକର ଋଣ ରେ ତୁମ୍ଭେ ମଧ୍ଯସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶାଧେ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ ?
Cross references
ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା' ପାଇଁ ଦାଯି ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫରୋଇ ନଆଣେ ତବେେ ତୁମ୍ଭେ ମାେତେ ଜୀବନ ସାରା ଦୋଷ ଦବେ।
ମୁଁ ଏହି ଭାଇ ପାଇଁ ଦାଯିତ୍ବ ନଇେଛି। ମୁଁ ମାରେ ପିତାଙ୍କୁ କହିଥିଲି, 'ଯଦି ମୁଁ ବିନ୍ଯାମୀନଙ୍କୁ ସାଙ୍ଗ ରେ ନ ନିଏ ତବେେ ସେ ମାେତେ ଜୀବନ ସାରା ଦୋଷ ବହନ କରିବ।'
ହେ ପରମେଶ୍ବର ତୁମ୍ଭେ ମାେତେ ଦଖାଇେ ଦିଅ ଯେ ତୁମ୍ଭେ ପ୍ରକୃତ ରେ ମାେତେ ସମର୍ଥନ କର। ଅନ୍ୟ କହେି ମାେତେ ସମର୍ଥନ ଦବେେ ନାହିଁ।
ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ଯ କ୍ଲେଶ ପାଏ। ମାତ୍ର ଲଗା ହବୋକୁ ଯେ ଘୃଣା କରେ ସେ ନିରାପଦ ରେ ଥାଏ।
ନିର୍ ବୋଧ ଲୋକ ହାତ ଦଇେ ଆପଣା ପ୍ରତିବେଶୀ ସାକ୍ଷାତ ରେ ଲଗା ହୁଏ।
ଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ।
ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ। ପୁଣି ପରସ୍ତ୍ରୀ ପାଇଁ ଯେ ଜାମିନ ହୁଏ, ତାହାକୁ ବନ୍ଧକ ରଖ।
ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ କରିଛି ବା ତା'ର ତୁମକୁ କିଛି ଦବୋକୁ ଅଛି ତବେେ ତାହା ମାେ ଖାତା ରେ ପକାଇ ଦିଅ।
ଏହାର ଅର୍ଥ ହେଲା ଯେ ସହେି ପ୍ରକା ରେ ପରମେଶ୍ବରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍-ଦାର।