କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
Cross references
କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।
ହେ ଲୋକମାନେ ତୁମ୍ଭେ ପରମେଶ୍ବରଙ୍କୁ ଭୁଲି ୟାଇଛ। ତଣେୁ ତୁମ୍ଭମାନେେ ଭଲଭାବେ ବୁଝିବା ଉଚିତ୍ ୟେ ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦବେି। ୟଦି ତାହା ଘଟେ ତବେେ ତୁମ୍ଭକୁ କୌଣସି ବ୍ଯକ୍ତି ଉଦ୍ଧାର କରିପାରିବେ ନାହିଁ।
ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।
ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ବଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାଯୁ ପରି ତୁମ୍ଭକୁ ପୋଡି଼ ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହବେ।
କାରଣ ସମାନଙ୍କେର ହଠାତ୍ ବିପଦ ଘଟିବ। ତୁମ୍ଭେ ଜାଣ ନାହିଁ ସଦାପ୍ରଭୁ ଏବଂ ରାଜା ସମାନଙ୍କେର ଶତ୍ରୁମାନଙ୍କ ପାଇଁ କି ବିପଦ ଆଣନ୍ତି।
ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।
ସହେି ପାପ ପତନ ହବେ, ଠିକ୍ ଯେପରି ଉଚ୍ଚ କାନ୍ଥ ରେ ଫାଟ ଦଇେ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।
ସହେି ସମୟରେ ସମାନଙ୍କେୁ କହିବ, 'ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କହେି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ୟୋଡ଼ା ହୁଏ ନାହିଁ। ସହେିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସମାନେେ ସମସ୍ତେ ତୋଫାତ ରେ କବର ନବେେ।
ଏବଂ ମୁଁ ଏହି ଭବିଷ୍ଯଦବାକ୍ଯ ପ୍ରଚାର କଲା ବେଳେ ବନାଯର ପୁତ୍ର ପ୍ଲଟିଯ ମଲା। ତହିଁରେ ମୁଁ ଭୂମିରେ ମୁହଁ ମାଡ଼ି କ୍ରନ୍ଦନ କରି କହିଲି, ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ କ'ଣ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଶଷେ କରିବ ?
ଲୋକେ କହିବେ : ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।