ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।
Cross references
ହଜାର ହଜାର ସୈନ୍ଯମାନେ ମାେ ଚାରିକଡ଼ରେ ଘରେି ରହିଲେ ସୁଦ୍ଧା ମୁଁ ସହେି ଶତ୍ରୁମାନଙ୍କୁ କବେେ ଭୟ କରିବି ନାହିଁ।
ମୁଁ ୟଥାସାଧ୍ଯ ଚେଷ୍ଟା କରିଛି ତୁମ୍ଭର ଆଦେଶ ମାନିବାକୁ।
ହେ ପରମେଶ୍ବର, ତୁମ୍ଭର ଆ ଲୋକ ଓ ସତ୍ଯତାର ବାର୍ତ୍ତା ମାେ ନିକଟକୁ ପ୍ରରେିତ ହେଉ। ତୁମ୍ଭର ଆଲୋକ ଓ ସତ୍ଯତା ମାରେ ପଥ ପ୍ରଦର୍ଶକ ହେଉ। ସମାନେେ ମାେତେ ବାଟ ଦଖାଇେ ତୁମ୍ଭର ପବିତ୍ର ପର୍ବତକୁ ନଇେଯିବେ। ସମାନେେ ମାେତେ ତୁମ୍ଭର ପବିତ୍ର ଗୃହକୁ ପଥ ଦଖାଇବେେ।
ତୁମ୍ଭର ବାକ୍ଯାନୁୟାଯୀ କିପରି ଜଣେ ୟୁବକ ତା'ର ଜୀବନକୁ ପବିତ୍ର କରିପାରିବ ?
ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
ତୁମ୍ଭର ଆଇନଗତ ଆଦେଶ ମାେତେ ଆନନ୍ଦ ଦିଏ। ସମାନେେ ମାରେ ଅତି ଆପଣାର ଆଦେଶଦାତା।
ମାରେ ଗୃହରେ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଗାନ କରେ।
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।
ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ଯାନ କରିବା ପାଇଁ ରାତ୍ରି ଉଜାଗର ରହିଲି।
ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହବେ।
ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।
ଏହାପ ରେ ସେ ଉପକୂଳବର୍ତ୍ତୀ ଅଞ୍ଚଳ ବିରୁଦ୍ଧ ରେ ୟାଇ ଅନକଙ୍କେୁ କାବୁ କରିବ। ମାତ୍ର ଜଣେ ଅଧିପତି ତାକୁ ପରାସ୍ତ କରିବ। ସେ ତାହା ବିରୁଦ୍ଧ ରେ ୟାଇ ତାକୁ ଅପମାନିତ କରିବ।