Home Bibles ☰ Books ହିତୋପଦେଶ 6:3 · ଓଡ଼ିଆ ବାଇବେଲ
ହିତୋପଦେଶ 6:3 · ଓଡ଼ିଆ ବାଇବେଲ

ତୁମ୍ଭେ ଆପଣାକୁ ଏଥିରୁ ଉଦ୍ଧାର କର। ଯେ ହତେୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହାଇେଅଛ। ୟାଅ ଆପଣାକୁ ନମ୍ରକରି ତୁମ୍ଭ ପ୍ରତିବେଶୀକି ବାରମ୍ବାର ବୀନତି କର। ସେ ଋଣରୁ ତୁମ୍ଭକୁ ମୁକ୍ତ କରୁ।

Cross references

ଯାତ୍ରା ପୁସ୍ତକ 10:3

ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।

ଦିତୀୟ ଶାମୁୟେଲ 24:14

ଦାଉଦ ଗାଦଙ୍କକ୍ସ୍ଟ କହିଲେ, ମୁ କି ଅସକ୍ସ୍ଟବିଧା ରେ ପଡିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତକ୍ସ୍ଟ, କିନ୍ତୁ ମଣିଷ ହାତ ରେ ଦଣ୍ତ ନ ଦିଅନ୍ତକ୍ସ୍ଟ।

ଦିତୀୟ ବଂଶାବଳୀ 12:5

ଏହାପରେ ଭବଷ୍ଯଦ୍ବକ୍ତା ଶମଯିଯ, ରିହବିଯାମ୍ ନିକଟକୁ ଓ ଯିହୁଦାର ନେତାମାନଙ୍କ ନିକଟକୁ ଆସିଲେ। ଯିହୁଦାର ସହେି ନେତାମାନେ ୟିରୁଶାଲମ ରେ ରୁଣ୍ଡ ହାଇେଥିଲେ। କାରଣ ସମାନେେ ଶୀଶକଙ୍କୁ ଅତ୍ଯନ୍ତ ଭୟ କରୁଥିଲେ। ଶମଯିଯ ସମାନଙ୍କେୁ କହିଲେ, ସଦାପ୍ରଭୁ କହନ୍ତି : 'ତୁମ୍ଭମାନେେ ଆମ୍ଭକୁ ପରିତ୍ଯାଗ କରିଛ। ତେଣୁ ବର୍ତ୍ତମାନ ଆମ୍ଭର ସାହାୟ୍ଯ ବିନା ଶୀଶକ୍ର ସମ୍ମୁଖୀନ ହବୋ ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ଯାଗ କରିଅଛୁ।'

ଦିତୀୟ ବଂଶାବଳୀ 36:12

ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ ନାହିଁ। ଭବିଷ୍ଯତ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିଯ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।

ଗୀତସଂହିତା 31:8

ତୁମ୍ଭେ ମାରେ ଶତ୍ରୁଙ୍କ ହସ୍ତରେ ମାେତେ ଅର୍ପଣ କରିବ ନାହିଁ। ତୁମ୍ଭେ ସମାନଙ୍କେ ୟନ୍ତାରୁ ମାେତେ ମୁକ୍ତ କରିବ।

ଯାକୁବଙ୍କ ପତ୍ 4:10

ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

Interlinear

Choose Theme