ହିତୋପଦେଶ 6:30 · ଓଡ଼ିଆ ବାଇବେଲ
ଭୋକିଲା ୟୋଗୁ ଯଦି ଚୋରି କରେ। ତବେେ ଲୋକେ ତାକୁ ଘୃଣା କରିବେ।
Cross references
ଲେବୀୟ ପୁସ୍ତକ 6:5
ସେ ଯେଉଁଥିପାଇଁ ଗୋଟିଏ ମିଥ୍ଯା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସପୂର୍ଣ୍ଣ ଫରୋଇ ଦବୋ ଉଚିତ୍। ଏସବୁ ସେ କରିବ ଯେଉଁଦିନ ସେ ଦୋଷୀ ବୋଲି ସାବ୍ଯସ୍ତ ହବେଓ ସହେିଦିନ ସେ ଗ୍ରହିତାକୁ ସେ ଦ୍ରବ୍ଯ ଦବେ।
ଆୟୁବ ପୁସ୍ତକ 38:39
ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି ? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି ?