ହିତୋପଦେଶ 6:7 · ଓଡ଼ିଆ ବାଇବେଲ
ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।
Cross references
ଆୟୁବ ପୁସ୍ତକ 38:39
ଆୟୁବ ତୁମ୍ଭେ ସିଂହ ପାଇଁ ଖାଦ୍ୟ ପାଇପାରିବ କି ? ତୁମ୍ଭେ ସମାନଙ୍କେ ଭୋକିଲା ଶାବକକୁ ଖାଦ୍ୟ ଦିଅ କି ?
ଆୟୁବ ପୁସ୍ତକ 39:26
ଆୟୁବ, ତୁମ୍ଭେ ଉତ୍କ୍ରୋଶ ପକ୍ଷୀକୁ ଉଡ଼ାଇବା ଶିଖାଇଛ କି ? ତାକୁ ତା'ର ଡ଼ଣୋ କିପରି ମଲୋଇ ଦକ୍ଷିଣ ଦିଗକୁ ଉଡ଼ିବାକୁ ଶିଖାଇଚ କି ?
ଆୟୁବ ପୁସ୍ତକ 41:4
ଲିବିଯାଥନ ତୁମ୍ଭ୍ ସହିତ ଚୁକ୍ତି କରିବ କି ? ଏବଂ ତୁମ୍ଭ ସହିତ ଚିରଦିନ ରହିବାକୁ ପ୍ରତିଜ୍ଞା କରିବ କି ?
ହିତୋପଦେଶ 30:27
ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସମାନେେ ଦଳବଦ୍ଧ ହାଇେ ଗମନ କରନ୍ତି।