Home Bibles ହିତୋପଦେଶ 6:9 · ଓଡ଼ିଆ ବାଇବେଲ
ହିତୋପଦେଶ 6:9 · ଓଡ଼ିଆ ବାଇବେଲ

ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?

Cross references

ଗୀତସଂହିତା 94:8

ହେ ପଶୁବତ୍ ଲୋକମାନେ, ତୁମ୍ଭେ କବେେ ବୁଦ୍ଧି ପାଇବ ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟାକର ଏବଂ ବୁଝ।

ହିତୋପଦେଶ 1:22

ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?

ହିତୋପଦେଶ 19:15

ଆଳସ୍ଯ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।

ହିତୋପଦେଶ 24:33

ଦିନ ବେଳେ ଗଡିପଡ଼ି ତୁମ୍ଭର ହାତକୁ ବିଶ୍ରାମ ଦଇେ ତୁମ୍ଭେ ଯଦି ଶାଇେ ରୁହ,

ହିତୋପଦେଶ 26:14

କବଜା ରେ ଯେପରି କବାଟ ଝୁଲେ, ଠିକ୍ ସହେିପରି ଅଳସୁଆ ଆପଣା ଶୟ୍ଯା ରେ ଥାଇ ଝୁଲୁଥାଏ।

ଉପଦେଶକ 4:5

କିଛି ଲୋକ କହନ୍ତି, ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତବେେ ତୁମ୍କେ ଉପବାସ ରେ ମୃତ୍ଯୁ ଭୋଗ କରିବ।

ଯିରିମିୟ 4:14

ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯୋହନଲିଖିତ ସୁସମାଚାର 1:6

ଯୋହନ ନାମକ ଜଣେ ବ୍ଯକ୍ତି ଥିଲେ। ତାହାଙ୍କୁ ପରମେଶ୍ବର ପଠାଇଥିଲେ।

ରୋମୀୟଙ୍କ ପ୍ରତି ପତ୍ର 13:11

ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।

ଏଫିସୀୟଙ୍କ ପ୍ରତି ପତ୍ର 5:14

ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:2

କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ।

Interlinear

Choose Theme