ସହେି ସ୍ତ୍ରୀ ଜଣକ ସହେି ୟୁବକକୁ ଧରିଲା ଓ ତାକୁ ଚୁମ୍ବନ କଲା। ଆଉ ନିର୍ଲଜ ମୁଖ ରେ କହିଲା,
Cross references
କିଛି ଦିନ ପରେ ଯୋଷଫେର ମୁନିବର ସ୍ତ୍ରୀ ଯୋଷଫେକୁ ନଜର ପକଇବୋକୁ ଲାଗିଲେ। ଦିନେ ସହେି ସ୍ତ୍ରୀ ଯୋଷଫେକୁ ଅନୁରୋଧ କଲେ, ମାେ ସହିତ ଶଯନ କର।
ତା'ର ମୁନିବଙ୍କର ସ୍ତ୍ରୀ ତାଙ୍କର କୋଟ୍କୁ ଧରି ଟାଣି କହିଲେ, ମାେ ପାଖ ରେ ଶଯନ କର। କିନ୍ତୁ ଯୋଷଫେ ସେ ଘରୁ ଖସି ଦୌଡ଼ି ପଳାଇ ଆସିଲେ କିନ୍ତୁ ତା'ର ହାତ ରେ ତାହାର କୋଟ୍ଟି ରହିଗଲା।
ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।
ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ଜଣେ ମାଶାଙ୍କେର ସମ୍ମୁଖ ରେ ଓ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତ ରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିଯମୀଯା ସ୍ତ୍ରୀ କି ଆଣିଲା। ସେତବେେଳେ ଲୋକମାନେ ସମାଗମ ତମ୍ବୁ ନିକଟରେ ବିଳାପ କରୁଥିଲେ।
ଏହାକୁ ଦେଖ, ଏହି ସ୍ତ୍ରୀ ଲୋକମାନେ ବିଲିଯମର ପରାମର୍ଶ ରେ ପିୟୋରଠା ରେ ଇଶ୍ରାୟେଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆଗଇେ ନଇେଥିଲେ। ସେଥି ସକାେଶ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ମହାମାରୀ ହେଲା।
ଯେତବେେଳେ ଲକମାନେେ ନିଜ ନିଜ ପଥରେ ସଳଖ କରିୟା'ନ୍ତି, ସହେି ପଥିକମାନଙ୍କୁ ଡ଼ାକି କ ହେ,
ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ। ମାତ୍ର ସରଳ ଲୋକ ଆପଣା ବାଟ ଜାଣିଥାଏ।
ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।
ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'
ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।
କିନ୍ତୁ ଇଶ୍ରାୟେଲ ଭବିଷ୍ଯତ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସମାନେେ ଆମ୍ଭ କଥା ଶୁଣିବା ପାଇଁ ଚାହାଁନ୍ତି ନାହିଁ। ସମୁଦାଯ ଇଶ୍ରାୟେଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି।
ଲୋକେ ବେଶ୍ଯାମାନଙ୍କୁ ଭଡ଼ା ଦିଅନ୍ତି। ମାତ୍ର ତୁମ୍ଭେ ନିଜର ପ୍ ରମେିକମାନ୍କୁ ଭଡ଼ା ଦଇେ ବ୍ଯଭିଚାର କରୁଅଛ। ଆଉ ତୁମ୍ଭର ବେଶ୍ଯାବୃତ୍ତି କ୍ରମେ ସମାନେେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ସେଥିପାଇଁ ସମାନଙ୍କେୁ ଲାଞ୍ଚ ଦଇେଅଛ।
କିନ୍ତୁ ମାରେତୁମ୍ଭ ବିରୁଦ୍ଧ ରେ ଏହି କଥା ଅଛି : ତୁମ୍ଭେ ସହେି ୟିଜବଲେ ନାମଧାରିଣୀ ମହିଳାକୁ ତା'ର ଇଚ୍ଛାନୁସା ରେ କାର୍ୟ୍ଯ କରିବାକୁ ଦେଉଛ। ସେ ନିଜକୁ ଭବିଷ୍ଯଦ୍ ବକ୍ତ୍ରୀ ବୋଲି କ ହେ। ସେ ତା'ର ଶିକ୍ଷା ଦ୍ବାରା ମାରେ ଲୋକମାନଙ୍କୁ ଭୁଲାଉଅଛି। ସେ ମାରେ ଦାସମାନଙ୍କୁ ବ୍ଯଭିଚାର ପାପ କରିବାକୁ ଓ ପ୍ରତିମାକୁ ଦିଆଯାଉଥିବା ଖାଦ୍ୟ ଖାଇବାକୁ ଶିକ୍ଷା ଦେଉଛି।