ମୁଁ ସୃଜନୀ ଓ ମିସ୍ରୀଯ ସୂକ୍ଷ୍ମ ସୂତ୍ରର ଡ଼ୋରିଆ ବସ୍ତ୍ର ଆପଣା ପଲଙ୍କ ରେ ବିଛାଇ ଅଛି।
Cross references
ଶଲୋମନଙ୍କର ଅଶ୍ବଗୁଡିକ ବଣିକମାନଙ୍କ ଦ୍ବାରା ମିଶରରୁ ଓ କ୍ଯୁଏରୁ ଅଣାଗଲା, ଯେଉଁମାନେ କି ସଗେୁଡିକ ସଠାରୁେ କିଣିଥିଲେ।
ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ। ସେ ଶୁଭ୍ର କ୍ଷୌମବସ୍ତ୍ର ପିନ୍ଧେ।
ଦେଖ, ହେ ମାରେ ପ୍ରିଯତମା, ତୁମ୍ଭେ ସୁନ୍ଦରୀ ଅଟ, ହଁ ତୁମ୍ଭେ ମନୋଲୋଭା ଏବଂ ଆମ୍ଭମାନଙ୍କର ଶୟ୍ଯା ତାଜା ସବୁଜ ଘାସ ଅଟେ।
ଦେଖ, ତାହା ଶଲୋମନଙ୍କର ଘାଡ଼ୋ ଗାଡ଼ି। ସଠାେ ରେ ଷାଠିଏ ଜଣ ଇଶ୍ରାୟେଲୀୟ ରଥକୁ ଘରେି ଅଛନ୍ତି।
ଯେଉଁ ଲୋକମାନେ ଲୁଗା ବୁଣୁଥିଲେ ସମାନେେ ଅତ୍ଯନ୍ତ ଦୁଃଖିତ ହବେ। କାରଣ ସମାନେେ ଯେଉଁ ଛଣପଟ ଶୁକ୍ଲବସ୍ତ୍ର ପାଇଁ ଦରକାର କରନ୍ତି, ନଦୀ ଶୁଖି ୟିବାରୁ ତାହା ଆଉ ଜନ୍ମିବ ନାହିଁ।
ତୁମ୍ଭର ଧ୍ବଜା ହବୋପାଇଁ ମିଶର ଦେଶରୁ ଆନୀତ ସୂଚୀକର୍ମ ରେ ଚିତ୍ରିତ ଶୁଭ୍ର କ୍ଷୌମ ବସ୍ତ୍ର ରେ ତୁମ୍ଭର ପାଲ ପ୍ରସ୍ତୁତ ହାଇେଥିଲା। ପୁଣି ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ବୀପ ସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ର ରେ ପ୍ରସ୍ତୁତ ହାଇେଥିଲା।
ତେଣୁ ମୁଁ ତାକୁ ୟନ୍ତ୍ରଣାପୂର୍ଣ୍ଣ ଶୟ୍ଯା ରେ ପକାଇ ଦବେି। ତା'ସହିତ ଯେଉଁମାନେ ବ୍ଯଭିଚାର ପାପକର୍ମ କରିବେ, ସମାନେେ ମଧ୍ଯ କଷ୍ଟ ଭୋଗିବେ। ସମାନେେ ଯଦି ତା'ର ମନ୍ଦକାର୍ୟ୍ଯରୁ ନିଜକୁ ଫରୋଇ ନ ଆଣିବେ, ତବେେ ମୁଁ ସମାନଙ୍କେୁ ଦଣ୍ଡ ଦବେି।