Cross references
ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
ସିଏ କିଏ ଅଟେ। ଯେଉଁ ସ୍ତ୍ରୀ ଲୋକ ଧୂମ୍ର ସ୍ତମ୍ଭ ତୁଲ୍ଯ ପ୍ରାନ୍ତରରୁ ଆସୁଅଛି। ଗନ୍ଧରସ ଓ କୁନ୍ଦୁରୁ ରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣ ରେ ସୁବାସିତା ହାଇେ।
ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି।
ସଠାେ ରେ ଜଟାମାଂସୀ ଓ କେଶର, ବଚ ଓ ଡ଼ାଳଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷ ବିଶିଷ୍ଟ ଗନ୍ଧରସ ଓ ଅଗୁରୁ ସର୍ବପ୍ରକାର ପ୍ରଧାନ ସୁଗନ୍ଧି ବୃକ୍ଷ ଅଛି।
ତୁମ୍ଭେ ଉଚ୍ଚ ଓ ଉନ୍ନତ ପର୍ବତ ଉପ ରେ ନିଜର ଶୟ୍ଯା ପାତିଅଛ ଓ ସେସ୍ଥାନକୁ ମଧ୍ଯ ବଳିଦାନ କରିବାକୁ ୟାଇଅଛ।
ବଦାନ ଓ ୟବନ ଲୋମ ନିର୍ମିତ ସୂତ୍ର ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ। ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ମଧିଅରେ କାନ୍ତ ଲୌହ, ସୁଗନ୍ଧି ଦ୍ରବ୍ଯ ଓ ଆଖୁ ଥିଲା।