Home Bibles ହିତୋପଦେଶ 7:3 · ଓଡ଼ିଆ ବାଇବେଲ
ହିତୋପଦେଶ 7:3 · ଓଡ଼ିଆ ବାଇବେଲ

ତାହାକୁ ଆଙ୍ଗୁଳି ରେ ବାନ୍ଧି ରଖ, ନିଜ ହୃଦଯ ରେ ଲେଖି ରଖ।

Cross references

ଦିତୀୟ ବିବରଣ 6:8

ଆଉ ତୁମ୍ଭେ ସଗେୁଡିକୁ ଚିହ୍ନ ରୂପେ ନିଜ ହସ୍ତ ରେ ଓ ତକ୍ସ୍ଟମ୍ଭ କପାଳ ରେ ବାନ୍ଧିବା ଉଚିତ୍।

ଦିତୀୟ ବିବରଣ 11:18

ଏଣୁ ତୁମ୍ଭମାନେେ ମାହେର ସହେି ସକଳ ବାକ୍ଯ ନିଜ ନିଜ ହୃଦଯ ରେ ଧାରଣ କର (ହୃଦଯ ରେ ଲିପିବଦ୍ଧ କର)। ନିଜ ନିଜ ହସ୍ତ ରେ ବାନ୍ଧି ରଖ ଓ ତାହା ତୁମ୍ଭମାନଙ୍କର ଚକ୍ଷକ୍ସ୍ଟ ଦ୍ବଯ ରେ ଭୂଷଣ ସ୍ବରୂପ ହେଉ।

ହିତୋପଦେଶ 3:3

ପ୍ ରମେ, ବିଶ୍ବାସ ଏବଂ ସତ୍ଯତା ତୁମ୍ଭକୁ କବେେ ପରିତ୍ଯାଗ କରିବା ଉଚିତ୍ ନୁହଁ। ଆପଣା ଗଳା ରେ ସଗେୁଡ଼ିକ ବାନ୍ଧି ରଖ। ଆପଣା ହୃଦଯ ରେ ସଗେୁଡ଼ିକ ଲେଖିରଖ।

ହିତୋପଦେଶ 4:21

ମାରେ ବାକ୍ଯ ପ୍ରତି ବିମୁଖ ହୁଅ ନାହିଁ। ମାରେ ବାକ୍ଯସବୁ ସର୍ବଦା ସ୍ମରଣ କର।

ହିତୋପଦେଶ 6:21

ସମାନଙ୍କେର ଆଜ୍ଞାସବୁ ଏବଂ ଶିକ୍ଷାଗୁଡ଼ିକ ସର୍ବଦା ମନେ ରଖ। ତାହାକୁ ତୁମ୍ଭ ହୃଦଯ ରେ ବାନ୍ଧି ରଖ ଏବଂ ତାହାକୁ ତୁମ୍ଭର ଗଳାର ଫୁଲହାର ପରି ବାନ୍ଧ।

ଯିଶାଇୟ 30:8

ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।

ଯିଶାଇୟ 59:21

ନିଜ ବିଷଯ ରେ ସଦାପ୍ରଭୁ କୁହନ୍ତି, ସମାନଙ୍କେ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପ ରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ଯସବୁ ତୁମ୍ଭ ମୁଖ ରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ଯାବଧି ଅନନ୍ତକାଳ ପର୍ୟ୍ଯନ୍ତ ଦୂର କରାୟିବ ନାହିଁ।'

ଯିରିମିୟ 17:1

ଯିହୁଦାର ପାପ ଏପରି ଏକ ସ୍ଥାନ ରେ ଲିଖିତ ହାଇେଅଛି, ଯାହାକୁ ସମାନେେ ଲିଭାଇ ପାରିବେ ନାହିଁ। ସମାନଙ୍କେର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ବାରା ପଥର ଫଳକରେ ଲିଖିତ ହାଇେଅଛି। ଯେଉଁଟା କି ସମାନଙ୍କେର ହୃଦଯ। ଆଉ ସମାନଙ୍କେର ୟଜ୍ଞବଦେୀର ଶିଙ୍ଗ ରେ ତାହା ଖାଦେିତ ହାଇେଅଛି।

ଯିରିମିୟ 31:33

ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:3

ଏହା ସ୍ପଷ୍ଟ ଯେ, ତୁମ୍ଭମାନେେ ଆମ୍ଭ ମାଧ୍ଯମ ରେ ଖ୍ରୀଷ୍ଟଙ୍କ ପ୍ ରରେିତ ଏକ ପତ୍ର ସ୍ବରୂପ। ଏହି ଚିଠିଟି କାଳି ରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଲଖାେ ଯାଇଛି। ଏହା ପ୍ରସ୍ତର ଫଳକ ଉପରେ ଖାଦେିତ ନୁହେଁ ବରଂ ମନୁଷ୍ଯର ହୃଦୟ ରେ ଲିଖିତ।

Interlinear

Choose Theme