Home Bibles ହିତୋପଦେଶ 8:12 · ଓଡ଼ିଆ ବାଇବେଲ
ହିତୋପଦେଶ 8:12 · ଓଡ଼ିଆ ବାଇବେଲ

ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।

Cross references

ଯାତ୍ରା ପୁସ୍ତକ 31:3

ମୁଁ ପରମେଶ୍ବରଙ୍କ ଆତ୍ମା ରେ ବତ୍ସଲଲକେୁ ପୂର୍ଣ୍ଣ କଲି। ସମସ୍ତ କରିଗରି କାର୍ୟ୍ଯ କରିବାକୁ ମୁଁ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦଇେଛି।

ଯାତ୍ରା ପୁସ୍ତକ 35:30

ଏହାପରେ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ଦେଖ, ସଦାପ୍ରଭୁ ବତ୍ସଲଲକେୁ ମନୋନୀତ କଲେ। ୟିଏ ୟିହୂଦା ପରିବାରବର୍ଗର ଅନ୍ତଭୁର୍କ୍ତ ଅଟେ। ବତ୍ସଲଲେ ଊରିର ପୁତ୍ର ଏବଂ ଊରି ଦୂରର ପୁତ୍ର ଅଟେ।

ପ୍ରଥମ ରାଜାବଳୀ 7:14

ହୀରମ ଇଶ୍ରାଲୟଲର ନପ୍ତାଲି ବଂଶୀଯ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ ଜଲଣ ନିପୁଣ ପିତ୍ତଳ କାରୀଗର ଥିଲଲ। ରାଜା ଶଲଲାମନସସହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ୟ୍ଯସର ନିୟୁକ୍ତି କଲଲ।

ପ୍ରଥମ ବଂଶାବଳୀ 28:12

ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସହେି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କଠାେରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧିଅରେ ବ୍ଯବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ।

ପ୍ରଥମ ବଂଶାବଳୀ 28:19

ଦାଉଦ କହିଲେ, ସଦାପ୍ରଭୁ ମାେତେ ପରିଚାଳନା ଦବୋ ସହିତ ଏହି ସମସ୍ତ ଯୋଜନା ଲିଖିତ ହାଇେଅଛି। ସଦାପ୍ରଭୁ ମାେତେ ଏହି ଯୋଜନା ରେ ଲିଖିତ ସମସ୍ତ ବିଷଯ ବୁଝିବା ରେ ସାହାୟ୍ଯ କରିଅଛନ୍ତି।

ଦିତୀୟ ବଂଶାବଳୀ 13:14

ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍‌ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।

ଗୀତସଂହିତା 104:24

ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।

ହିତୋପଦେଶ 1:4

ଏହି ଉପଦେଶଗୁଡ଼ିକ ସହେି ଲୋକମାନଙ୍କୁ ଶିକ୍ଷା ଦଇପୋରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଚାହାନ୍ତି। ଏହି ଉପଦେଶଗୁଡ଼ିକ ୟୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ଯବହାର କରିବାକୁ ହୁଏ ସମାନଙ୍କେୁ ଶିକ୍ଷା ଦିଏ।

ଯିଶାଇୟ 28:26

ଆମର ପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଶିକ୍ଷା ଦବୋକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦଖାଇେ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।

ଯିଶାଇୟ 55:8

ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।

ରୋମୀୟଙ୍କ ପ୍ରତି ପତ୍ର 11:33

ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 1:8

ପରମେଶ୍ବର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦଇେଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:11

ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 3:10

ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।

କଲସୀୟଙ୍କ ପ୍ରତି ପତ୍ର 2:3

ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।

Interlinear

Choose Theme