ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି।
Cross references
କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।
ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ଜ୍ଞାନବାନ ଲୋକମାନେ ବଳବାନ୍ ଅଟନ୍ତି। ଏବଂ ବିଦ୍ବାନ୍ ଲୋକମାନେ ବଳ ବଢ଼ାନ୍ତି।
ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।
ତବେେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କ ହେ କହେି ଶୁଣନ୍ତି ନାହିଁ।
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି ? କହେି ତାଙ୍କୁ ଶିକ୍ଷା ଦଇେଥିଲା କି ? କିଏ ତାଙ୍କୁ ବିଚାରର ପଥ ଶିଖାଇଲା ? କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦଲୋ ? ନା, ସଦାପ୍ରଭୁ ବିବଚେନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ।
ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ।
ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।
କିନ୍ତୁ ପରମେଶ୍ବରଙ୍କ ଦ୍ବାରା ଆହୂତ ଉଭୟ ୟିହୁଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ବରଙ୍କ ଶକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ସ୍ବରୂପ ଅଟନ୍ତି।
କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।
ଖ୍ରୀଷ୍ଟଙ୍କଠା ରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହାଇେଛି।