ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।
Cross references
ଶାମକ୍ସ୍ଟଯଲେ ଶାଉଲକକ୍ସ୍ଟ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, ଏହି ସହେିଲୋକ, ମୁ ଯାହା କଥା କହକ୍ସ୍ଟଥିଲି ସେ ମାରେ ଲୋକମାନଙ୍କୁ ଶାସନ କରିବେ।
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତକୋଳ ଶାଉଲଙ୍କ ପାଇଁ ଶୋକ କରିବ? ମୁ ତାଙ୍କୁ ଇଶ୍ରାୟେଲର ରାଜା ରୂପେ ପ୍ରତ୍ଯାଖ୍ଯାନ କରିଛି। ତୁମ୍ଭେ ଆପଣା ଶିଙ୍ଗ ତୈଳ ରେ ପୂର୍ଣ୍ଣ କରିଗ୍ଭଲ, ମୁ ତୁମ୍ଭକୁ ବୈଥ୍ଲହମରେ ୟିଶୀ ନାମକ ବ୍ଯକ୍ତି ନିକଟକକ୍ସ୍ଟ ପଠାଇବି। କାରଣ ତାହାର ପକ୍ସ୍ଟତ୍ରମାନ୍ଙ୍କ ମଧ୍ଯରକ୍ସ୍ଟ ମୁ ଆପଣା ପାଇଁ ଏକ ରାଜା ଦେଖିଅଛକ୍ସ୍ଟ।
ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୂଲ୍ ବାଛିବା ପାଇଁ ତୁମ୍ଭେ ମାେତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମାେତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ଯାଯ ସହିତ ଶାସନ ଓ ବିଗ୍ଭର କରିପା ରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ଯାଯ କରିପାରିବ?
ଇଶ୍ରାୟେଲର ସମଗ୍ର ଲୋକେ ରାଜାଙ୍କର ନ୍ଯାଯ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସମାନେେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦଯ ରେ ପରମେଶ୍ବରଙ୍କ ଦତ୍ତ ଜ୍ଞାନ ରହିଛି।
ଯେତବେେଳେ ହୀରମ ଏହିକଥା ଶୁଣିଲେ ସେ ଅତ୍ଯନ୍ତ ଆନନ୍ଦିତ ହେଲେ ଓ କହିଲେ, ମୁଁ ସଦାପ୍ରଭୁଙ୍କୁ ଧନ୍ଯବାଦ ଦେଉଛି, ଯେ ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦଇେଛନ୍ତି।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇଶ୍ରାୟେଲର ସିଂହାସନ ରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ବର ଚିରକାଳ ଇଶ୍ରାୟେଲକୁ ପ୍ ରମେ କରନ୍ତି। ତେଣୁ ସେ ଉଚିତ ବିଗ୍ଭର ଓ ନ୍ଯାଯ କରିବାକୁ ଆପଣଙ୍କୁ ରାଜା କଲେ।
ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।
ପରମେଶ୍ବର ଶ ଲୋମନଙ୍କୁ କହିଲେ, ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଚାହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାଯୁ ମଧ୍ଯ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କବଳେ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମାରେ ଲୋକମାନଙ୍କୁ ବୁଦ୍ଧିମାନ ରେ ନିଷ୍ପତ୍ତି ଦଇପୋର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଛୁ।
ହେ ପରମେଶ୍ବର, ରାଜାଙ୍କୁ ସାହାୟ୍ଯ କର, ୟାହାଫଳରେ ସେ ତୁମ୍ଭ ପରି ବିବକବୋନ ନ୍ଯାଯ ପ୍ରଦାନ କରିବେ। ତୁମ୍ଭର ନ୍ଯାଯ ପରାଯଣ ରାଜପୁତ୍ରମାନଙ୍କୁ ଦିଅ।
ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।
ଆଦ୍ଯ ସମୟ ପରି ମୁଁ ବିଚାରକାରୀଗଣଙ୍କୁ ଫରୋଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନା କରିବି। ତାପ ରେ ତୁମ୍ଭେ 'ଉତ୍ତମ ଓ ବିଶ୍ବସ୍ତ ନଗରୀ ବୋଲି କଥିତ ହବେ।'
ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।
ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।
ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ଯୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତ ମାନଙ୍କୁ ସୁବିବଚେନା ଦିଅନ୍ତି।
ତୁମ୍ଭେ ମନୁଷ୍ଯମାନଙ୍କ ସଙ୍ଗ ମଧ୍ଯରୁ ବିତାଡିତ ହବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସହିତ ବାସ କରିବ ଏବଂ ଆଉ ତୁମ୍ଭେ ଗୋରୁମାନଙ୍କ ପରି ତୃଣ ଭୋଜନ କରି ବଞ୍ଚିବ ଓ ଆକାଶର କାକର ରେ ତିନ୍ତିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିବ। ଶଷେ ରେ ତୁମ୍ଭେ ଅନୁଭବ କରିବ ଯେ, ସେ ସର୍ବୋପରିସ୍ଥ ପରମେଶ୍ବର ଯାହାକୁ ଇଚ୍ଛା କରନ୍ତି, ତାକୁ ରାଜ୍ଯ ଦାନ କରନ୍ତି।
ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।
ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।
ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :