Home Bibles ହିତୋପଦେଶ 8:23 · ଓଡ଼ିଆ ବାଇବେଲ
ହିତୋପଦେଶ 8:23 · ଓଡ଼ିଆ ବାଇବେଲ

ଅନାଦିକାଳରୁ ଅବା ଆଦ୍ଯ କାଳାବଧି, ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।

Cross references

ଆଦି ପୁସ୍ତକ 1:26

ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।

ଗୀତସଂହିତା 2:6

ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।

ମୀଖା 5:1

ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ଯଦଳକୁ ଏକତ୍ରୀତ କର। ସମାନେେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘରେି ରହନ୍ତୁ। ସମାନେେ ମଧ୍ଯ ଇଶ୍ରାୟେଲର ବିଗ୍ଭରକଙ୍କୁ ତାଙ୍କ ଗାଲ ରେ ବାଡି ସାହାୟ୍ଯ ରେ ଆଘାତ କରିବେ।

ମୀଖା 5:2

କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।

ଯୋହନଲିଖିତ ସୁସମାଚାର 17:5

ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତି ରେ ମାେତେ ଗୌରବାନ୍ବିତ କର। ଜଗତ ଆରମ୍ଭ ହବୋ ପୂର୍ବରୁ, ମାରେ ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମାେତେ ତୁମ୍ଭ ସହିତ ଗୌରବାନ୍ବିତ କର।

ଯୋହନଲିଖିତ ସୁସମାଚାର 17:24

ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।

ଏଫିସୀୟଙ୍କ ପ୍ରତି ପତ୍ର 1:10

ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।

ଯୋହନଙ୍କ ପ୍ରଥମ ପତ୍ର 1:1

ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।

Interlinear

Choose Theme