Home Bibles ହିତୋପଦେଶ 8:35 · ଓଡ଼ିଆ ବାଇବେଲ
ହିତୋପଦେଶ 8:35 · ଓଡ଼ିଆ ବାଇବେଲ

ଯେଉଁ ଲୋକ ମାେତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହବେ।

Cross references

ହିତୋପଦେଶ 1:33

ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।

ହିତୋପଦେଶ 3:13

ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ ସେ ଧନ୍ଯ।

ହିତୋପଦେଶ 4:13

ଉପଦେଶମାନ ଦୃଢ଼ତା ରେ ଗ୍ରହଣ କର। ତାହାକୁ ପରିତ୍ଯାଗ କର ନାହିଁ। ଏହା ଉପ ରେ ନଜର ରଖ, କାରଣ ତାହା ତୁମ୍ଭର ଜୀବନ।

ହିତୋପଦେଶ 4:22

ମାରେ ବାକ୍ଯ ଯେଉଁମାନେ ଗ୍ରହଣ କରନ୍ତି, ସମାନେେ ଧନ୍ଯ। ସମାନେେ ସ୍ବଚ୍ଛତା ଦ୍ବାରା ଅଙ୍ଗକୁ ସ୍ବାସ୍ଥ୍ଯ ପ୍ରଦାନ କରନ୍ତି।

ହିତୋପଦେଶ 12:2

ସତ୍ ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା'ନ୍ତି। କିନ୍ତୁ ଯେଉଁ ବ୍ଯକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହବେ।

ଉପଦେଶକ 7:12

କାରଣ ଧନ ଯେପରି ଆଶ୍ରଯ ସ୍ବରୂପ, ଜ୍ଞାନ ହିଁ ସହେିପରି ଆଶ୍ରଯ ସ୍ବରୂପ ଅଟେ। ଜ୍ଞାନ ଥିବାର ଲାଭ ଏହି ଯେ, ଯେଉଁମାନଙ୍କର ଜ୍ଞାନ ଅଛି ସମାନଙ୍କେର ଜୀବନକୁ ଏହା ସୁରକ୍ଷା କରେ।

ଯୋହନଲିଖିତ ସୁସମାଚାର 3:16

ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।

ଯୋହନଲିଖିତ ସୁସମାଚାର 3:36

ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।

ଯୋହନଲିଖିତ ସୁସମାଚାର 14:6

ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

ଯୋହନଲିଖିତ ସୁସମାଚାର 17:3

ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।

ଏଫିସୀୟଙ୍କ ପ୍ରତି ପତ୍ର 1:6

ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:8

ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।

କଲସୀୟଙ୍କ ପ୍ରତି ପତ୍ର 3:3

ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।

ଯୋହନଙ୍କ ପ୍ରଥମ ପତ୍ର 5:11

ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।

Interlinear

Choose Theme