Home Bibles ହିତୋପଦେଶ 8:36 · ଓଡ଼ିଆ ବାଇବେଲ
ହିତୋପଦେଶ 8:36 · ଓଡ଼ିଆ ବାଇବେଲ

କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।

Cross references

ହିତୋପଦେଶ 1:31

ନିର୍ବୋଧ ଲୋକମାନେ ନିର୍ବୋଧ ଜୀବନଶୈଳିକୁ ପରିଚାଳିତ ଦିଅନ୍ତି, ଯାହା ସମାନଙ୍କେୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସମାନେେ ଧ୍ବଂସ ପାଇବେ।

ହିତୋପଦେଶ 1:32

କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।

ହିତୋପଦେଶ 5:11

ଜୀବନର ଶଷେ ଭାଗ ରେ ତୁମ୍ଭର ମାଂସ ଓ ଶରୀର କ୍ଷଯ ପାଇବ। ତୁମ୍ଭେ ସେତବେେଳେ ବିଳାପ କରିବ।

ହିତୋପଦେଶ 5:22

ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।

ହିତୋପଦେଶ 12:1

ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।

ହିତୋପଦେଶ 15:32

ଯେଉଁ ଲୋକ ଶାସନ ଅଗ୍ରାହ୍ଯ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁ ଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

ହିତୋପଦେଶ 20:2

ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।

ହିତୋପଦେଶ 21:6

ଯଦି ତୁମ୍ଭେ ଠକିକରି ଧନ ଅର୍ଜନ କରିଥାଅ, ସହେି ଧନ ଶୀଘ୍ର ଚାଲିୟିବ, ଠିକ୍ ବାଷ୍ଫପରି। ସହେି ଧନ ମୃତ୍ଯୁ ଆଡ଼କୁ ପରିଚାଳିତ ହବେ।

ଯିହିଜିକଲ 18:31

ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।

ଯିହିଜିକଲ 33:11

ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'

ଯୋହନଲିଖିତ ସୁସମାଚାର 3:19

ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।

ଯୋହନଲିଖିତ ସୁସମାଚାର 15:23

ମାେତେ ଘୃଣା କରୁଥିବା ବ୍ଯକ୍ତି ମାରେପରମପିତାଙ୍କୁ ମଧ୍ଯ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ସେ ଲୋକମାନଙ୍କ ମଧିଅରେ କରିଛି, ତାହା କୌଣସି ଲୋକ କବେେ କରିନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:46

କିନ୍ତୁ ପାଉଲ ଓ ବର୍ଣ୍ଣବ୍ବା ସାହସର ସହିତ କହିଲେ, ପରମେଶ୍ବରଙ୍କର ସୁସମାଚ଼ାର ତୁମ୍ଭମାନଙ୍କ ନିକଟରେ ପ୍ରଥମେ କୁହାୟିବା ଆବଶ୍ଯକ ଥିଲା। କିନ୍ତୁ ତୁମ୍ଭମାନେେ ତାହା ଅସ୍ବୀକାର କରିବାରୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇଁ ନିଜକୁ ଯୋଗ୍ଯ ଭାବି ନ ଥିବାରୁ ଆମ୍ଭମାନେେ ଅନ୍ୟଜାତୀୟମାନଙ୍କ ପାଖକୁ ୟିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:28

କିନ୍ତୁ ପାଉଲ ଚିତ୍କାର କରି କହିଲେ, ଆମ୍ଭେ ସମସ୍ତେ ଏଠା ରେ ଅଛୁ। ନିଜର କ୍ଷତି କରନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:22

ଯଦି କିଏ ପ୍ରଭୁଙ୍କୁ ପ୍ ରମେ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ବରଙ୍କ ଠାରୁ ବିଚ୍ଛିନ୍ନ ହାଇେ ସେ ଅନନ୍ତକାଳ ପାଇଁ ବିନଷ୍ଟ ହବେ।

ଏବ୍ରୀ 2:3

ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ

ଏବ୍ରୀ 10:29

ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।

Interlinear

Choose Theme