ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭମାନେେ ସୁବିବଚେନା କର।
Cross references
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ହେ ପଶୁବତ୍ ଲୋକମାନେ, ତୁମ୍ଭେ କବେେ ବୁଦ୍ଧି ପାଇବ ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟାକର ଏବଂ ବୁଝ।
ଏହି ଉପଦେଶଗୁଡ଼ିକ ସହେି ଲୋକମାନଙ୍କୁ ଶିକ୍ଷା ଦଇପୋରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଚାହାନ୍ତି। ଏହି ଉପଦେଶଗୁଡ଼ିକ ୟୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ଯବହାର କରିବାକୁ ହୁଏ ସମାନଙ୍କେୁ ଶିକ୍ଷା ଦିଏ।
ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?
ଯେଉଁ ଲୋକର ଅଭିଜ୍ଞତା ନାହିଁ ମାେ ପାଖକୁ ଆସୁ, ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କ ହେ।
ସଦାପ୍ରଭୁ ମହାନ୍ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତଜେିତ କରିବେ ଓ ସେ ଘାରେ ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳ ରେ ପ୍ରବଳ ରୂପ ରେ କାର୍ୟ୍ଯ କରିବେ।
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ଯ ବିଷୟଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଚାହିଁଲେ।
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।
ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।