Home Bibles ହିତୋପଦେଶ 9:12 · ଓଡ଼ିଆ ବାଇବେଲ
ହିତୋପଦେଶ 9:12 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।

Cross references

ଆୟୁବ ପୁସ୍ତକ 19:4

ଯଦି ବି ସତ ରେ ପାପ କରିଛି, ଏହା ମାରେ ସମସ୍ଯା। ଏହା କୌଣସି ପ୍ରକା ରେ ତୁମ୍ଭକୁ ଆଘାତ କରୁ ନାହିଁ।

ଆୟୁବ ପୁସ୍ତକ 22:2

ପରମେଶ୍ବର କ'ଣ ଆମ୍ଭର ସାହାୟ୍ଯ ଆବଶ୍ଯକ କରନ୍ତି ? ନା, ଏପରିକି ଜଣେ ଅତି ଜ୍ଞାନୀ ମଧ୍ଯ ପରମେଶ୍ବରଙ୍କ ପ୍ରତି ଦରକାରୀ ନୁହେଁ।

ଆୟୁବ ପୁସ୍ତକ 22:3

ତୁମ୍ଭେ ଯେ ଜଣେ ଧାର୍ମିକ ଅଟ ଏହା କ'ଣ ପରମେଶ୍ବରଙ୍କ ସୁଖର କାରଣ ଅଟେ ? ନାଁ, ତାଦ୍ବାରା ସର୍ବଶକ୍ତିମାନ ପରମେଶ୍ବର କ'ଣ କିଛି ଲାଭ ପାଆନ୍ତି ଯଦି ତୁମ୍ଭେ ତାଙ୍କୁ ଅନୁସରଣ କର। ନାଁ !

ଆୟୁବ ପୁସ୍ତକ 22:21

ବର୍ତ୍ତମାନ ଆୟୁବ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ନିଜକୁ ସମର୍ପି ଦିଅ ତାଙ୍କ ସହିତ ଶାନ୍ତି ରେ ବାସ କର। ଏହା କଲେ ତୁମ୍ଭେ ଅନକେ ଭଲ ବସ୍ତୁ ପାଇବ।

ଆୟୁବ ପୁସ୍ତକ 35:6

ଆୟୁବ, ତୁମ୍ଭେ ଯଦି ପାପ କର, ତାହା ପରମେଶ୍ବରଙ୍କୁ ଆଘାତ କରେ ନାହିଁ। ଯଦି ତୁମ୍ଭେ ଅନକେ ପାପର ଅଧିକାରୀ ହୁଅ, ତବେେ ସେଥି ରେ ପରମେଶ୍ବରଙ୍କର କିଛି ହୁଏ ନାହିଁ।

ହିତୋପଦେଶ 16:26

ପରିଶ୍ରମକାତର କ୍ଷୁଧା ତାକୁ ପରିଶ୍ରମ କରିବାକୁ ବାଧ୍ଯ କରେ। ତା'ର ଭୋକିଲା ପାଟି କଠିନ ପରିଶ୍ରମ ପାଇଁ ଅଭିୟାନ କରନ୍ତି।

ଯିଶାଇୟ 28:22

ବର୍ତ୍ତମାନ ଆଉ ତୁମ୍ଭମାନେେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଚାରି ପାଖ ରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହବେ।

ଯିହିଜିକଲ 18:20

କବଳେ ପାପୀମାନେ ମୃତ୍ଯୁବରଣ କରିବେ। ପୁତ୍ର ପିତାର ପାପର ଦଣ୍ଡସବୁ ବହନ କରିବ ନାହିଁ କିମ୍ବା ପିତା ପତ୍ରର ପାପର ଦଣ୍ଡସବୁ ବହନ କରିବ ନାହିଁ। ଜଣେ ଧାର୍ମିକ ବ୍ଯକ୍ତିର ଧାର୍ମିକତା ହିସାବ କରାୟିବ ଓ ଦୁଷ୍ଟର ଦୁଷ୍ଟତା ହିସାବ କରାୟିବ।

ଯିଖରିୟ 12:14

ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରେତ୍ୟକକ ପରିବାରବର୍ଗ ଏକା ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ ଶାେକ କରିବେ।

ପିତରଙ୍କ ଦିତୀୟ ପତ୍ର 3:3

ପ୍ରଥମେ, ଶଷେ ଦିନଗୁଡ଼ିକରେ କ'ଣ କ'ଣ ଘଟିବ, ସଗେୁଡ଼ିକ ବୁଝିବା ତୁମ୍ଭର ଦରକାର। ଲୋକେ ତୁମ୍ଭକୁ ପରିହାସ କରିବେ। ସମାନେେ ନିଜ ଇଚ୍ଛା ରେ ମନ୍ଦ କାର୍ୟ୍ଯ କରି ଜୀବନଧାରଣ କରିବେ।

ପିତରଙ୍କ ଦିତୀୟ ପତ୍ର 3:16

ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।

Interlinear

Choose Theme