ହିତୋପଦେଶ 9:14 · ଓଡ଼ିଆ ବାଇବେଲ
ସେ ଆପଣା ଗୃହଦ୍ବାର ନିକଟରେ ଓ ନଗର ରେ ଉଚ୍ଚ ସ୍ଥାନ ରେ ଆସନ ପାରି ବସିବ।
Cross references
ହିତୋପଦେଶ 7:10
ସହେି ସ୍ତ୍ରୀ ତା'ର ଗୃହରୁ ବାହାରି ଆସିଲା, ତାକୁ ସାକ୍ଷାତ କରିବାକୁ। ସେ ବେଶ୍ଯାରୂପି ପୋଷାକ ପରିଧାନ କରିଥିଲା। ସେ ବହୁତ ହୃଦଯ ରେ ଚତୁରୀ ଥିଲା।
ହିତୋପଦେଶ 9:3
ସେ ଆପଣା ଦାସୀମାନଙ୍କୁ ପଠାଇ ଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡ଼ାକି କ ହେ,