ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସମାନେେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।
Cross references
ତଥାପି ମଧ୍ଯ ତୁମ୍ଭେ ମାରେ ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମାରେ ଲୋକମାନଙ୍କୁ ମୁକ୍ତ କରୁନାହଁ।
ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦବେତାଗଣଙ୍କଠାରୁ ମହାନ୍। ସମାନେେ ଯେଉଁ ବିଷଯ ରେ ସମାନଙ୍କେ ବିରୁଦ୍ଧ ରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ବର କ'ଣ କଲେ!
ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।
ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।
ସହେି ଦୁଷ୍ଟ ଲୋକମାନେ ମିଥ୍ଯାବାଦୀ। ସମାନେେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ଯାକଥା କୁହନ୍ତି। ସହେି ଦୁଷ୍ଟ ଲୋକମାନେ ଅତ୍ଯନ୍ତ ଅହଂକାରୀ। ସମାନଙ୍କେର ସହେି ମିଥ୍ଯା କହୁଥିବା ଓଷ୍ଠ ନୀରବ ହାଇଯେିବ।
ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମାେତେ ୟମେିତି ୟନ୍ତାରେ ନ ପକାନ୍ତି। ମୁଁ ୟମେିତି ଦୁଷ୍ଟ ଲୋକମାନଙ୍କ ଦ୍ବାରା ଧରା ନ ୟାଏ।
ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।
କାରଣ ସେ ଦୟାଳୁ ଭାବେ କାମ କରିବାକୁ ମନେ କରି ନ ଥିଲେ। ସେ ଅତ୍ଯାଚାର ଏବଂ ସେ ଗରିବ ଓ ଦରିଦ୍ର ଲୋକମାନଙ୍କୁ ମାରି ଦେଲେ। ଯେଉଁମାନେ ଦିନହୀନ ଓ ହତାଶ ହୁଅନ୍ତି।
ମୁଁ ଆଶା କରୁଛି ୟେ, ମୁଁ ବୋଧହୁଏ ତୁମ୍ଭର ନିଯମ ଅପରିବର୍ତ୍ତନୀଯ ଭାବରେ ଅଧିକ ମାନିବି।
ଯେଉଁ ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ, ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦଯ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
ଅହଂକାରୀମାନେ ମିଥ୍ଯାଦ୍ବାରା ଆଘାତ କରନ୍ତି ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।
ମାେତେ ସାହାୟ୍ଯ କରିବାକୁ ପ୍ରତିଜ୍ଞା କର। ମୁଁ ତୁମ୍ଭର ସବେକ। ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମାେ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।
ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।
ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।
ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।
ଲୋକମାନେ ତୁମ୍ଭକୁ ଚାହିଁବେ ଓ ତୁମ୍ଭ ବିଷଯ ରେ ଚିନ୍ତା କରିବେ। ସମାନେେ ଦେଖିବେ ତୁମ୍ଭମାନେେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, ଏହା କ'ଣ ? ସମାନେେ ସହେି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ଯର ଦୁଃଖର କାରଣ ହାଇେଥିଲେ।
ହୋଶିଯର ପୁତ୍ର ଅସରିଯ, କା ରହରେ ପୁତ୍ର ୟୋହାନନ୍ ଓ ଅନ୍ୟ କେତକେ ଅହଙ୍କାରୀ ଲୋକ କୋର୍ଧାନ୍ବିତ ହାଇେ ଯିରିମିୟଙ୍କୁ କହିଲେ, ତୁମ୍ଭେ ମିଥ୍ଯା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାଁନ୍ତି, 'ତୁମ୍ଭମାନେେ ମିଶର ରେ ୟାଇ ପ୍ରବାସ କର ନାହିଁ।'