ସହେି ଦୁଷ୍ଟ ଲୋକମାନେ ସିଂହ ଭଳି ଅନ୍ୟ ପ୍ରାଣୀମାନଙ୍କୁ ଧରି ଖାଇ ୟାଆନ୍ତି ସମାନେେ ଗରିବ ଲୋକମାନଙ୍କୁ ଆକ୍ରମଣ କରନ୍ତି। ସହେି ନିରୀହ ଲୋକମାନେ ସହଜରେ ସହେି ଦୁଷ୍ଟମାନଙ୍କ ଦ୍ବାରା ବସାୟାଇଥିବା ୟନ୍ତାରେ ପଡ଼ି ୟାଆନ୍ତି।
Cross references
ପରମେଶ୍ବର ଗରିବ ଲୋକମାନଙ୍କୁ ସହେି ଚତୁର ଲୋକଙ୍କର କଟୁବାକ୍ଯର ରକ୍ଷା କରନ୍ତି। ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।
ସହେି ସିଂହମାନେ ତାଙ୍କ ଗୁମ୍ଫା ଭିତ ରେ। ସମାନେେ ଘାସ ଭିତ ରେ ଝୁଙ୍କି ପଡ଼ି ତାଙ୍କ ଶିକାରକୁ ଆକ୍ରମଣ କରିବା ପାଇଁ ପ୍ରସ୍ତୁତ ହାଇେଥାଆନ୍ତା।
କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।
ସହେି ଦୁଷ୍ଟ ଲୋକମାନେ ସିଂହ ସଦୃଶ ୟିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ। ସମାନେେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥାଆନ୍ତି।
ସେତବେେଳେ ମାରେ ସମ୍ପୂର୍ଣ୍ଣ ଶରୀର କହିବ, ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କହେି ନାହିଁ। ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତାଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ। ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛନ୍ତି, ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଚାହୁଁଥିଲେ।
ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ତୀର ଧରି ବାହାରି ପଡ଼ନ୍ତି। ସମାନେେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି। ସମାନେେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଚାହାଁନ୍ତି।
ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି ଏବଂ ପରମେଶ୍ବର ସମାନଙ୍କେୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।
ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।
ଯେଉଁଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ, ପୁଣି ଯେ ଧନିକି ଦାନ କରେ, ତାହାକୁ କବଳେ ଅଭାବ ଘଟିବ।
ଯମେନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସହେିପରି ଦୀନହୀନ ପ୍ରଜାଙ୍କ ଉପ ରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି।