Home Bibles ☰ Books ଗୀତସଂହିତା 100 · ଓଡ଼ିଆ ବାଇବେଲ ||

ଗୀତସଂହିତା

Chapter 100

ଓଡ଼ିଆ ବାଇବେଲ
1ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର। 2ଆନନ୍ଦରେ ସଦାପ୍ରଭୁଙ୍କର ସବୋ କର। ଆନନ୍ଦର ଜଯ ଗାନ କରି ତାଙ୍କ ଆଗକୁ ଆସ ! 3ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ। 4ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର। 5ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରମେ ଚିରକାଳସ୍ଥାଯୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

Choose Theme