ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
Cross references
ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
ସମାନେେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦଇେଥିବା ପଥରୁ ବିମୁଖ ହେଲେ। ସମାନେେ ସୁବର୍ଣ୍ଣର ଏକ ବାଛୁରୀ ନିର୍ମାଣ କଲେ। ସମାନେେ ସହେି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖ ରେ ବଳିଦାନ କରୁଛନ୍ତି। ସମାନେେ କହନ୍ତି, 'ଇଶ୍ରାୟେଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦବେତା ବାହାର କରି ଆଣିଲେ, ସଗେୁଡିକ ଏହି।'
ସହେି ଦ୍ରବ୍ଯରକ୍ସ୍ଟ ଯାହା ଧ୍ବଂସ ହବୋ ଉଚିତ୍, ତୁମ୍ଭମାନେେ କିଛି ସଂଗ୍ରହ କରିବା ଉଚିତ୍ ନକ୍ସ୍ଟହଁ। ଏଥି ରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କୋରଧରକ୍ସ୍ଟ ଫରେିବେ ଓ ତକ୍ସ୍ଟମ୍ଭପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ଯା ବଢାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କକ୍ସ୍ଟ ପ୍ରତିଜ୍ଞା କରିଥିଲେ।
ଏପରି କାହାକକ୍ସ୍ଟ ଋଣ ଦବୋକକ୍ସ୍ଟ ମନା କର ନାହିଁ, ଯେ ହତେକ୍ସ୍ଟ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହାଇଗେଲାଣି ବୋଲି। ତୁମ୍ଭମାନଙ୍କ ମଧିଅରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନକ୍ସ୍ଟହଁ। ସାବଧାନ ହକ୍ସ୍ଟଅ, ଗୋଟିଏ ନିଃଶ୍ବ ଲୋକ ପ୍ରତି କୃପଣ ହକ୍ସ୍ଟଅ ନାହିଁ! କାରଣ ଯଦି ସହେି ବ୍ଯକ୍ତି ତକ୍ସ୍ଟମ୍ଭ ପ୍ରତିକୂଳ ରେ ସଦାପ୍ରଭୁଙ୍କୁ ଡାକେ, ତବେେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବଚେନା କରାୟିବ।
ତୁମ୍ଭମାନେେ ନିଶ୍ଚିତ ଯତ୍ନଶୀଳ ହବେ ସଦାପ୍ରଭୁଙ୍କର ସହେି ବାକ୍ଯକକ୍ସ୍ଟ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦଇେଛନ୍ତି। ତୁମ୍ଭମାନେେ ମାଶାଙ୍କେ ଦ୍ବାରା ଲିଖିତ ନିଯମ ପୁସ୍ତକର ସମସ୍ତ କଥାକକ୍ସ୍ଟ ଠିକ୍ ଠିକ୍ ଭାବେ ପାଳନକରିବ। କବେେ ବି ସେ ନିଯମରକ୍ସ୍ଟ ବିଚକ୍ସ୍ଟ୍ଯତ ହବେ ନାହିଁ।
ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଭୟଭୀତ ହକ୍ସ୍ଟଅ ନାହିଁ। ଏହା ସତ୍ଯ ତୁମ୍ଭମାନେେ ଏହିସବୁ ବହକ୍ସ୍ଟତ ମନ୍ଦକାର୍ୟ୍ଯ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନକ୍ସ୍ଟସରଣ କରିବା ବନ୍ଦ କରନାହିଁ। ମନପ୍ରାଣ ଦଇେ ସଦାପ୍ରଭୁଙ୍କର ସବୋ କର।
ସଦାପ୍ରଭୁ କହିଲେ,ଶାଉଲ ମାେତେ ଅନକ୍ସ୍ଟସରଣ କରୁନାହିଁ। ତେଣୁ ଶାଉଲଙ୍କକ୍ସ୍ଟ ରାଜା କରିଥିବାରକ୍ସ୍ଟ ମୁ ଦକ୍ସ୍ଟଃଖିତ ଅଟେ। ସେ ମାରେ ଆଦେଶକକ୍ସ୍ଟ ଅବଜ୍ଞା କଲା। ଏଥି ରେ ଶାମକ୍ସ୍ଟଯଲେ କୋର୍ଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।
ଦିନେ ନାବୋତକୁ ରାଜା ଆହାବ୍ ଡାକି କହିଲେ, ମାେତେ ତୁମ୍ଭର ଏହି ଦ୍ରାକ୍ଷାକ୍ଷେତ୍ରଟି ଦିଅ, ମୁଁ ସେଥି ରେ ପନିପରିବା କରିବି। କାରଣ ଏହା ମାେ ପ୍ରାସାଦ ନିକଟରେ ଅଛି। ଏହି କ୍ଷେତ୍ର ବଦଳ ରେ ମୁଁ ତୁମ୍ଭକୁ ଏକ ଭଲ ଦ୍ରାକ୍ଷାକ୍ଷେତ୍ର ଦବେି। ନଚେତ୍ ତୁମ୍ଭେ ଯଦି ଇଚ୍ଛା କରିବ, ତବେେ ମୁଁ ଏହାର ମୂଲ୍ଯ ରେ ୗପ୍ୟ-ମୁଦ୍ରା ଆକାର ରେ ଦବେି।
ମୁଁ ମାରଚେକ୍ଷୁ ସଙ୍ଗେ ଏପରି ଏକ ଚୁକ୍ତି କରିଛି ଯେ ମୁଁ କୌଣସି ଝିଅକୁ ଏପରି ଭାବରେ ଦେଖିବି ନାହିଁ, ୟଦ୍ଦ୍ବାରା କି ମୁଁ ତାକୁ ଚାହିଁବି।
କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।
ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।
ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ। କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
ତା'ର ବାକ୍ଯସବୁ କବଳେ ମୂଲ୍ଯହୀନ ମିଥ୍ଯା ଅଟେ। ସେ ଜ୍ଞାନୀ ହାଇପୋରେ ନାହିଁ ଅଥବା ସୁକର୍ମ କରିବା ଶିଖେ ନାହିଁ।
ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।
ୟଦି ଜଣେ ସଦାପ୍ରଭୁଙ୍କୁ ବିଶ୍ବାସ କରେ, ସହେି ବ୍ଯକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ଯକ୍ତି ପ୍ରକୃତରେ ଖୁସିରେ ରହେ, ୟଦି ସେ ପ୍ରତମାନଙ୍କେୁ କିଅବା ମିଥ୍ଯା ଦବେତାମାନଙ୍କୁ ଆଦର କରି ନ ଥାଏ।
ମାରେ ଅନ୍ତରଙ୍ଗ ବନ୍ଧୁ ମାେ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ବାସ କଲି। କିନ୍ତୁ ଦେଖ, ସେ ଆଜି ମାେ ବିରୁଦ୍ଧରେ ଯାଉଛନ୍ତି।
ସମାନେେ ବାରମ୍ବାର ପରମେଶ୍ବରଙ୍କୁ ପରୀକ୍ଷା କଲେ। ସମାନେେ ପ୍ରକୃତରେ ଇଶ୍ରାୟେଲର ପବିତ୍ର ସ୍ବରୂପଙ୍କୁ ବିରକ୍ତ କଲେ।
ପରମେଶ୍ବରଙ୍କଠାରୁ ବିମୁଖ ହାଇେ ଇଶ୍ରାୟେଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ବାସଘାତକତା କଲେ। ସମାନେେ ଗୋଟିଏ ବୁମରୋଂ ତୁଲ୍ଯ ହେଲେ। ୟାହା ଫରେିଗଲା ଓ ଅନ୍ୟ ଦିଗରେ ଚାଲିଗଲା।
ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।
ସଦାପ୍ରଭୁ ଅସାର ବସ୍ତୁ ମାେତେ ଦେଖିବାକୁ ଦିଅ ନାହିଁ। ତୁମ୍ଭ ପଥରେ ଚାଲିକି ମାେତେ ଜୀବନ ଖାଜେିବାକୁ ଦିଅ।
ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ସଦାପ୍ରଭୁ, ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।
ମୁଁ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ। ତୁମ୍ଭର ଶତ୍ରୁ ମଧ୍ଯ ମାରେ ଶତ୍ରୁ ଅଟନ୍ତି।
ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।
ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ର ରେ ଚକମକ ଦଖାୟୋଏ ଓ ସହଜ ରେ ଗଳାଧଃକରଣ ହେଲେ ମଧ୍ଯ ତୁମ୍ଭେ ତାକୁ ଅନାଅ ନାହିଁ।
ଏହା ନିତାନ୍ତ ଖୁସିର କଥା ଯେ ତୁମ୍ଭର ଯାହା ଅଛି ଅଧିକ ଆଶା କରିବା ଅପେକ୍ଷା ସେଥି ରେ ସନ୍ତୁଷ୍ଟ ହବୋ ଭଲ। ଏହା ମଧ୍ଯ ଅସାର ଅଟେ। ଏହା ବାଯୁକୁ ଧରିବା ତୁଲ୍ଯ ହବେ।
ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।
କୋଇଲାକୁ ଚୁଲ୍ଲୀ ରେ ଦବୋପରି ସମାନେେ ତାଙ୍କର ହୃଦଯକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରୀତ କରନ୍ତି। ରାତ୍ରିସାରା ସମାନଙ୍କେ ଉତ୍କଣ୍ଠା କୁହୁଳୁ ଥାଏ ଏବଂ ଏହା ପ୍ରଭାତ ରେ ଜ୍ବଳନ୍ତ ଅଗ୍ନିପରି ହୁଏ।
ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।
ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।
ତୁମ୍ଭର ପ୍ରତିବେଶୀର କ୍ଷତି କରିବାକୁ ତୁମ୍ଭ ହୃଦଯ ରେ କୌଣସି ମନ୍ତ୍ରଣା କର ନାହିଁ। ମିଥ୍ଯା ଶପଥ କରିବାକୁ ଭଲ ପାଅ ନାହିଁ। କାରଣ ଆମ୍ଭେ ସହେି ସବୁକୁ ଘୃଣା କରୁ। ସଦାପ୍ରଭୁ ଏହିସବୁ କହିଲେ।
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।
ତୁମ୍ଭର ପ୍ ରମେ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।
କିନ୍ତୁ ଏବେ ତୁମ୍ଭମାନେେ ପ୍ରକୃତ ପରମେଶ୍ବରଙ୍କ ପରିଚୟ ପାଇଅଛ। ପ୍ରକୃତ ରେ ପରମେଶ୍ବରଙ୍କ ଦ୍ବାରା ପରିଚୟ ପାଇଅଛ। ତବେେ ତୁମ୍ଭମାନେେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ ? ତୁମ୍ଭମାନେେ କ'ଣ ପୁଣି ଦାସ ହବୋକୁ ଇଚ୍ଛା କର ?